Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପ୍ରକ୍ରିୟା : ଦିନ ୧୧ଟା ସୁଦ୍ଧା ୧୮  ପ୍ରତିଶତ
ଆଜିର ଖବର

ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପ୍ରକ୍ରିୟା : ଦିନ ୧୧ଟା ସୁଦ୍ଧା ୧୮  ପ୍ରତିଶତ

April 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଣତନ୍ତ୍ରର ମହାପର୍ବ ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ଓଡ଼ିଶାରେ ଆଜି ପ୍ରାୟ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଥିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୧୧ଟା ସୁଦ୍ଧା କନ୍ଧମାଳରେ ୧୬ପ୍ରତିଶତ , ବରଗଡ଼ରେ ୨୦ପ୍ରତିଶତ, ଆସିକାରେ ୨୦ପ୍ରତିଶତ ଓ ସୁନ୍ଦରଗଡ଼ରେ ୧୮ପ୍ରତିଶତ ମତଦାନ ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ଓଡ଼ିଶାରେ ୩୫ ବିଧାନସଭା ଓ ୫ଟି ଲୋକସଭା ଆସନ ପାଇଁ ମତଦାନ ଆରମ୍ଭ ହୋଇସାରିଛି  ।  ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କାରେ ମୋଟ ୨୭୯ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ଆଜି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦୁଇଟି ବିଧାନସଭା ଆସନ ହିଞ୍ଜିଳି ଓ ବିଜେପିରୁର ଭୋଟଗ୍ରହଣ ଅନୁଷ୍ଠିତ ହେଉଛି। ସେହିପରି ଆଜି  କଳିକେଶ ସିଂହଦେଓ, ସଙ୍ଗୀତା ସିଂହଦେଓ, ପ୍ରସନ୍ନ ଆଚାର୍ଯ୍ୟ, ସୁରଶେ ପୂଜାରୀ, ପ୍ରଦୀପ ଦେବତା, ସନତ ଗଡ଼ତଡ଼ିଆ, ସେହ୍ନାଙ୍ଗିନୀ ଛୁରିଆ, ମିଲନ୍‌ ସେଠ, ନବ ଦାସ, ମହେନ୍ଦ୍ର ନାୟକ, ସୁଶାନ୍ତ ସିଂ ପ୍ରମୁଖ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା ଚାଲିଛି ।  ଆଜି ପ୍ରାୟ ସକାଳ ୭ଟା ଠାରୁ ମତଦାନ ଆରମ୍ଭ ହେଲାଣି । ଓଡ଼ିଶାର କିଛି ଆସନରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ ହେବ ହେବ । ଏବଂ ଅନ୍ୟ କିଛି ଆସନରେ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୈନନ୍ଦିନ ଜୀବନଶୈଳୀକୁ ପରିବର୍ତ୍ତନ କରିବାର ଉପାୟ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ବଡ଼ ପଦକ୍ଷେପ

September 16, 2025

୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

September 16, 2025

ଅପରେସନ୍ ସିନ୍ଦୁରରେ ମସୁଦ ଆଝାରର ପରିବାରର ମୃତ୍ୟୁ ଉପରେ ଜୈଶ କମାଣ୍ଡରଙ୍କ ବଡ଼ ଖୁଲାସା

September 16, 2025

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନର ନିର୍ଦ୍ଦେଶ ଦେଲେ ଇସିଆଇ

September 16, 2025
Latest News

ଦୈନନ୍ଦିନ ଜୀବନଶୈଳୀକୁ ପରିବର୍ତ୍ତନ କରିବାର ଉପାୟ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୦ ଟି ବଡ଼ ପଦକ୍ଷେପ

September 16, 2025

ଦୁଷ୍କର୍ମରେ ଓଡିଶା ପାଲଟିଲା ମଣିପୁର, ରାଜ୍ୟ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍

September 16, 2025

ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନରେ ଆଦିତ୍ୟ ବିର୍ଲା ଗ୍ରୁପ ରାଜ୍ୟ ସରକରଙ୍କ ଠାରୁ ପାଇଲା ପୁରସ୍କାର

September 16, 2025

ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

September 16, 2025

୧୮ ରୁ ବିଧାନସଭାର ମୌସୁମୀ ଅଧିବେଶନ: ସର୍ବଦଳୀୟ ବୈଠକରେ ସହଯୋଗ ଲୋଡିଲେ ବାଚସ୍ପତି

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.