Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପ୍ରକ୍ରିୟା : ଦିନ ୧୧ଟା ସୁଦ୍ଧା ୧୮  ପ୍ରତିଶତ
ଆଜିର ଖବର

ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ପ୍ରକ୍ରିୟା : ଦିନ ୧୧ଟା ସୁଦ୍ଧା ୧୮  ପ୍ରତିଶତ

April 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଣତନ୍ତ୍ରର ମହାପର୍ବ ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ଓଡ଼ିଶାରେ ଆଜି ପ୍ରାୟ ୧୧ଟା ସୁଦ୍ଧା ୧୮ ପ୍ରତିଶତ ମତଦାନ ହୋଇଥିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ୧୧ଟା ସୁଦ୍ଧା କନ୍ଧମାଳରେ ୧୬ପ୍ରତିଶତ , ବରଗଡ଼ରେ ୨୦ପ୍ରତିଶତ, ଆସିକାରେ ୨୦ପ୍ରତିଶତ ଓ ସୁନ୍ଦରଗଡ଼ରେ ୧୮ପ୍ରତିଶତ ମତଦାନ ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ଓଡ଼ିଶାରେ ୩୫ ବିଧାନସଭା ଓ ୫ଟି ଲୋକସଭା ଆସନ ପାଇଁ ମତଦାନ ଆରମ୍ଭ ହୋଇସାରିଛି  ।  ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କାରେ ମୋଟ ୨୭୯ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ଆଜି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦୁଇଟି ବିଧାନସଭା ଆସନ ହିଞ୍ଜିଳି ଓ ବିଜେପିରୁର ଭୋଟଗ୍ରହଣ ଅନୁଷ୍ଠିତ ହେଉଛି। ସେହିପରି ଆଜି  କଳିକେଶ ସିଂହଦେଓ, ସଙ୍ଗୀତା ସିଂହଦେଓ, ପ୍ରସନ୍ନ ଆଚାର୍ଯ୍ୟ, ସୁରଶେ ପୂଜାରୀ, ପ୍ରଦୀପ ଦେବତା, ସନତ ଗଡ଼ତଡ଼ିଆ, ସେହ୍ନାଙ୍ଗିନୀ ଛୁରିଆ, ମିଲନ୍‌ ସେଠ, ନବ ଦାସ, ମହେନ୍ଦ୍ର ନାୟକ, ସୁଶାନ୍ତ ସିଂ ପ୍ରମୁଖ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା ଚାଲିଛି ।  ଆଜି ପ୍ରାୟ ସକାଳ ୭ଟା ଠାରୁ ମତଦାନ ଆରମ୍ଭ ହେଲାଣି । ଓଡ଼ିଶାର କିଛି ଆସନରେ ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ ହେବ ହେବ । ଏବଂ ଅନ୍ୟ କିଛି ଆସନରେ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026
Latest News

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026

ସେପଟେ ପାକିସ୍ଥାନରେ ଯୁଦ୍ଧ ରୋକିବାକୁ ବୈଠକ, ଏପଟେ ଭାରତ ଏବଂ ଆମେରିକା ମଧ୍ୟରେ ହେଲା ବଡ଼ ଚୁକ୍ତି

April 10, 2026

ରାଜ୍ୟସଭା ସଦସ୍ୟ ଭାବରେ ଶପଥ ନେଲେ ନୀତିଶ କୁମାର: ଏବେ ମୁଖ୍ୟମନ୍ତ୍ରୀ ପଦରୁ ଦେବେ କି ଇସ୍ତଫା?

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.