Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ବିଜେଡ଼ିର ଦରଦାମ ବୃଦ୍ଧି ଆନ୍ଦୋଳନ: ପ୍ରତିକ୍ରିୟା ରଖିଲେ ସାଂସଦ ଅପରାଜିତା ଷଡଙ୍ଗୀ
ଆଜିର ଖବର

ଆସନ୍ତାକାଲିଠାରୁ ବିଜେଡ଼ିର ଦରଦାମ ବୃଦ୍ଧି ଆନ୍ଦୋଳନ: ପ୍ରତିକ୍ରିୟା ରଖିଲେ ସାଂସଦ ଅପରାଜିତା ଷଡଙ୍ଗୀ

October 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ଠାରୁ ବିଜେଡ଼ି ପକ୍ଷରୁ ଦରଦାମ ବୃଦ୍ଧି ପ୍ରତିବାଦରେ ସମଗ୍ର ରାଜ୍ୟରେ ଆନ୍ଦୋଳନ କରିବ। ନଭେମ୍ବର ୧ ତାରିଖ ଠାରୁ ମହିଳା ବିଜେଡ଼ି ମଧ୍ୟ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଳାଇବ। ସେହିଭଳି ଛାତ୍ର ବିଜେଡ଼ି ମଧ୍ୟ ନଭେମ୍ବର ୫ ତାରିଖରେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିବ।

ତେବେ ଏହାକୁ ନେଇ ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀ ପ୍ରତିକ୍ରିୟାଶୀଳ ହୋଇପଡିଛନ୍ତି। କ୍ରିୟା ହେଲେ ପ୍ରତିକ୍ରିୟା ହେବ ବୋଲି ସାଂସଦ ଅପରାଜିତା କହିଛନ୍ତି। ନାରୀ ନିର୍ଯ୍ୟାତନାକୁ ନେଇ ସାରା ରାଜ୍ୟରେ ଅସନ୍ତୋଷ ଜାରି ରହିଥିବା ବେଳେ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ବିଜେଡ଼ି ଏଭଳି କାର୍ଯ୍ୟ କରୁଛି ବୋଲି ସାଂସଦ ଶ୍ରୀମତୀ ଷଡଙ୍ଗୀ କହିଛନ୍ତି। ତେଣୁ ଏହି ମାମଲାରେ ମୁଖ୍ୟମନ୍ତ୍ରୀ ମୁହଁ ଖୋଲିବା ଉଚିତ ବୋଲି ସାଂସଦ ପ୍ରକାଶ କରିଛନ୍ତି।

ସେହିଭଳି ବିଜେପି ନେତା ଗୋଲଖ ମହାପାତ୍ର ମଧ୍ୟ ବିଜେଡ଼ିକୁ ସମାଲୋଚନା କରିଛନ୍ତି। ଗୋଲଖ କହିଛନ୍ତି ଯେ, ଯଦି ପେଟ୍ରୋଲ-ଡିଜେଲ ଦର ହ୍ରାସ କରିବାକୁ ବିଜେଡ଼ି ଚାହୁଁଛି, ତେବେ ରାଜ୍ୟସରକାର ଟିକସ ଛାଡ କାହିଁକି କରୁନାହାନ୍ତି। ପେଟ୍ରୋଲ-ଡିଜେଲ ବାବଦକୁ ରାଜ୍ୟ ସରକାର ୩୯ ଟଙ୍କା ଭ୍ୟାଟ ନେଉଥିବା ବେଳେ ଏହାକୁ ଛାଡ କଲେ ମୂଲ୍ୟ ୭୦ ଟଙ୍କାକୁ ହ୍ରାସ ପାଇବ ବୋଲି ଶ୍ରୀ ମହାପାତ୍ର କହିଛନ୍ତି। କେବଳ ମମିତା ହତ୍ୟାକାଣ୍ଡ ଘଟଣାରୁ ଲୋକଙ୍କ ନଜର ହଟାଇବାକୁ ବିଜେଡ଼ି ଏକ ନାଟକ କରୁଛି ବୋଲି ବିଜେପି ନେତା ଗୋଲଖ ମହାପାତ୍ର କହିଛନ୍ତି।

ଅପରାଜିତା ଷଡଙ୍ଗୀ ଗୋଲଖ ମହାପାତ୍ର ପ୍ରତିକ୍ରିୟା ରଖିଲେ ବିଜେଡି ଭୁବନେଶ୍ଵର ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026
Latest News

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.