Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଳବାଇ ବୋର୍ଡ ସଦସ୍ୟଙ୍କ ଦ୍ୱାରା ପୂର୍ବତଟ ରେଳପଥ କାର୍ଯ୍ୟଦକ୍ଷତା ସମୀକ୍ଷା
ଆଜିର ଖବର

ରେଳବାଇ ବୋର୍ଡ ସଦସ୍ୟଙ୍କ ଦ୍ୱାରା ପୂର୍ବତଟ ରେଳପଥ କାର୍ଯ୍ୟଦକ୍ଷତା ସମୀକ୍ଷା

October 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ
ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

ଭୁବନେଶ୍ବର: ରେଳ ବୋର୍ଡ ସଦସ୍ୟ (ଅପରେସନ୍ସ ଏବଂ ବିଜିନେସ୍ ଡେଭଲପମେଣ୍ଟ) ସଞ୍ଜୟ କୁମାର ମହାନ୍ତି ଆଜି ରେଳ ପରିଚାଳନା କାର୍ଯ୍ୟ ଏବଂ ବ୍ୟବସାୟ ବିକାଶକୁ ନେଇ ପୂର୍ବ ତଟ ରେଳପଥର କାର୍ଯ୍ୟଦକ୍ଷତା ସମ୍ବନ୍ଧରେ ରେଳବାଇ ଅଧିକାରୀ ମାନଙ୍କ ସହିତ ସମୀକ୍ଷା କରିଛନ୍ତି।

ପଣ୍ୟ ପରିବହନରେ ଉନ୍ନତି ଆଣିବା ପାଇଁ ଶ୍ରୀ ମହାନ୍ତି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ସଂସ୍ଥା ଏବଂ ଶିଳ୍ପ, ବନ୍ଦର ଓ କର୍ପୋରେଟ୍ ଏଜେନ୍ସି ମାନଙ୍କ ମଧ୍ୟରେ ମିଳିତ ସହଯୋଗ ଏବଂ ପାରସ୍ପରିକ ବୁଝାମଣା ଉପରେ ଗୁରୁତ୍ୱାରୋପ କରିଛନ୍ତି।​ ଏହା ଉଭୟ ରେଳବାଇ ର ବିଭିନ୍ନ ଷ୍ଟେକ୍ ହୋଲ୍ଡର ଏବଂ ରେଳବାଇକୁ ଉପକୃତ କରିବ।

ରେଳ ଲାଇନ ସମ୍ପ୍ରସାରଣ ସହିତ ଦୋହରୀକରଣ ଓ ତୃତୀୟ ଲାଇନ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବାପାଇଁ ସେ ଗୁରୁତ୍ୱାରୋପ କରିଥିଲେ। ପରିବହନରେ ରେଳବାଇର ଅଂଶ ବୃଦ୍ଧି ପାଇଁ ରେଳବାଇକୁ ଶିଳ୍ପ ଏବଂ ବାଣିଜ୍ୟର ନିକଟତର କରିବା ପାଇଁ ବ୍ୟବସାୟ ବିକାଶ ୟୁନିଟ୍ (ବିଡିୟୁ) କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବାକୁ ମଧ୍ୟ ସେ କହିଥିଲେ।

ନୂତନ ଟ୍ରାଫିକକୁ ଆକୃଷ୍ଟ କରିବା ପାଇଁ ଶ୍ରୀ ମହାନ୍ତି ଅଧିକାରୀମାନଙ୍କୁ ବାଣିଜ୍ୟ ଏବଂ ଶିଳ୍ପ ସହିତ ବାରମ୍ବାର ଯୋଗାଯୋଗ କରିବାକୁ ପରାମର୍ଶ ଦେଇଛନ୍ତି ଏବଂ ବର୍ତମାନର ପରିବହନ ଢାଞ୍ଚା ବିଷୟରେ ଜାଣିବା ସହ ରେଳବାଇକୁ ଅଧିକ ଟ୍ରାଫିକ୍ ଆକର୍ଷିତ କରିବାକୁ ସେ କହିଥିଲେ। ଏହା ବ୍ୟତୀତ ବ୍ୟବସାୟ ବିକାଶ ୟୁନିଟ୍ (ବିଡିୟୁ) ବିଭିନ୍ନ ଅଣ-ବଲ୍କ ସାମଗ୍ରୀ ଟ୍ରାଫିକ୍ ବୃଦ୍ଧି କରିବାର ଉପାୟ ଅନୁସନ୍ଧାନ କରିବା ସହିତ ବର୍ତ୍ତମାନ ଚାଲୁଥିବା ପାରମ୍ପାରିକ ଦ୍ରବ୍ୟରେ ରେଳବାଇର ଅଂଶକୁ ସୁଦୃଢ କରିବାକୁ ଉଚିତ୍ ବୋଲି କହିଥିଲେ। ଗ୍ରହଣ କରାଯାଇଥିବା ଯେକୌଣସି ପ୍ରସ୍ତାବ ତୁରନ୍ତ ବିଶ୍ଳେଷଣ କରାଯାଇ ଆବଶ୍ୟକ ହେଲେ ତୁରନ୍ତ ସହାୟତା ଯୋଗାଇଦେବାକୁ କହିଥିଲେ।

ପୂର୍ବତଟ ରେଳପଥ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026

ରାଷ୍ଟ୍ରପତିଙ୍କ ବିଷୟରେ ପ୍ରଶ୍ନ ଉଠାଇଲେ ସଞ୍ଜୟ ରାଉତ: କହିଲେ, “ସମ୍ମାନ କରାଯିବା ଉଚିତ, କିନ୍ତୁ…”

March 9, 2026
Latest News

ଭାରତର ଐତିହାସିକ ଟି-୨୦ ବିଶ୍ୱକପ୍ ବିଜେତା ଦଳକୁ ନୀତା ଅମ୍ବାନୀଙ୍କ ଅଭିନନ୍ଦନ

March 9, 2026

ତୃତୀୟ ବିଶ୍ୱଯୁଦ୍ଧ ହେଲେ ବଞ୍ଚି ରହିବେ ଦୁଇଟି ଦେଶ!: କ’ଣ ଭାରତ ଏହି ତାଲିକାରେ ସାମିଲ?

March 9, 2026

ରାଜ୍ୟସଭା ନିର୍ବାଚନ: ହରିୟାଣା, ବିହାର ଏବଂ ଓଡିଶା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

March 9, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

IPL 2026 Update: ଆଜି ଏହି ସମୟରେ ଘୋଷଣା ହୋଇପାରେ ଆଇପିଏଲ କାର୍ଯ୍ୟସୂଚୀ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.