କରୋନା ଅପଡେଟ୍: ଦେଶରେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ୪୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତଙ୍କ ପ୍ରାଣହାନୀ

Published: Oct 31, 2021, 11:13 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୮୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୭୩ ହଜାର ୩୦୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୮ ହଜାର ୧୮୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୫୫ ହଜାର ୮୪୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫୯ ହଜାର ୨୭୨ ଆକ୍ଟିଭ୍‌ କେସ୍ ରହିଛି।

Related posts