Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଟଣୀସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ସିଏଫଓଙ୍କୁ କୋଲକୋତାରୁ ଅଟକ ରଖିଲା ପୋଲିସ
ଆଜିର ଖବର

ଜଟଣୀସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ସିଏଫଓଙ୍କୁ କୋଲକୋତାରୁ ଅଟକ ରଖିଲା ପୋଲିସ

October 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଜଟଣୀସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ସିଏଫଓଙ୍କୁ ପୋଲିସ ଅଟକ ରଖିଛି। କୋଲକୋତାରୁ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟର ସିଏଫଓ ହିମାଂଶୁ ଶେଖର କବିଙ୍କୁ ଜଟଣୀ ପୋଲିସ କାବୁ କରିଛି। ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରୁ ଟଙ୍କା ହଡପ କରିଥିବା ନେଇ ତାଙ୍କ ଉପରେ ଅଭିଯୋଗ ହୋଇଥିଲା।

ସେ ବିଶ୍ୱବିଦ୍ୟାଳୟରୁ ୧ କୋଟି ୩ ଲକ୍ଷ ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ସେ ଗତ ଡିସେମ୍ବର ମାସରୁ ଫେରାର ହୋଇଯାଇଥିଲେ। ହେଲେ ଯୋଜନାବଦ୍ଧ ଭାବେ ହିମାଂଶୁଙ୍କୁ ଜଟଣୀ ପୋଲିସ ଅଟକ ରଖିଛି।

ଅଟକ ରଖିଲା ଜଟଣୀ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.