Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡକ ଦୁର୍ଘଟଣା: ଟାଟା ମେଜିକ ଓ ବାଇକ ଧକ୍କାରେ ୨ ଆହତ
ଆଜିର ଖବର

ସଡକ ଦୁର୍ଘଟଣା: ଟାଟା ମେଜିକ ଓ ବାଇକ ଧକ୍କାରେ ୨ ଆହତ

October 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ନାକଟିଦେଉଳ ଥାନା ମାରଓାଡିମୁଣ୍ଡା ଗ୍ରାମ ନିକଟରେ ଟାଟାମେଜିକ ଓ ବାଇକ ମୁହାଁ ମୁହିଁ ହେବାଫଳରେ ୨ ଜଣ ଆହତ ହୋଇଥିବା ଜଣା ପଡିଛି।

ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ଦେବଗଡ ଜିଲ୍ଲା କଣ୍ଢଳ ନିକଟସ୍ଥ ବାବୁତଇଲା ଗ୍ରାମର ସୁନିଲ୍ ଡୁଙ୍ଗଡୁଙ୍ଗ (୩୦) ଓ ସରୋଜ୍ କୁଜୁର(୨୬) ଅପରାହ୍ନ ୪ଟାରେ ନାକଟିଦେଉଳ ପଟୁ ନିଜ ଗ୍ରାମ ବାବୁତଇଲାକୁ ନିଜର ହୋଣ୍ଡାସାଇନ୍ ରେ ଫେରୁଥିବା ବେଳେ ମାରଓାଡିମୁଣ୍ଡା ନିକଟରେ ଅପରପାଶ୍ୱର୍ରୁ ଆସୁଥିବା ଟାଟା ମେଜିକ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ବାଇକ୍ ଚାଳକ ସୁନିଲ୍ ଓ ସରୋଜ ଆହତ ହୋଇଥିଲେ।

ସେମାନଙ୍କୁ ତୁରନ୍ତ ନାକଟିଦେଉଳ ଡାକ୍ତରଖାନାକୁ ନେଇଥିଲେ କିଛି ସ୍ୱେଚ୍ଛାସେବୀ। ସୁନିଲ୍ ଡୁଙ୍ଗଡୁଙ୍ଗ ଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ତୁରନ୍ତ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜଣା ପଡିଛି। ସରୋଜ ସୁସ୍ଥଥିବା ଜଣା ପଡିଛି। ବେପରୁଆ ଗାଡିଚାଳନା ଯୋଗୁଁ ଏପରି ଦୁର୍ଘଟଣା ହେଉଥିବା ବେଳେ ଗାଡିଚାଳକ ମାନେ ନୀତିନିୟମକୁ ମାନୁ ନାହାନ୍ତି ଯା ଫଳରେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି।

ନାକଟିଦେଉଳ ଥାନା ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Latest News

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.