Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୩୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

November 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୨, କଟକରୁ ୫୬, ମୟୂରଭଞ୍ଜରୁ ୧୭, ବାଲେଶ୍ବରରୁ ୧୫, ସମ୍ବଲପୁରରୁ ୧୪, ସୁନ୍ଦରଗଡରୁ ୧୪, ଯାଜପୁରରୁ ୧୩, ପୁରୀରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ବରଗଡରୁ ୫, ଦେବଗଡରୁ ୫, ନୟାଗଡରୁ ୪, ଢେଙ୍କାନାଳରୁ ୩, କେନ୍ଦ୍ରାପଡାରୁ ୩, ଅନୁଗୁଳରୁ ୨, ବଲାଙ୍ଗୀରିରୁ ୨, ଗଞ୍ଜାମରୁ ୨, ଝାରସୁଗୁଡାରୁ ୨, କୋରାପୁଟରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, କନ୍ଧମାଳରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୭୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୧୪୭ ଏବଂ ବର୍ତ୍ତମାନ ୩୭୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16, 2026

କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି: କାହିଁକି ବଦଳାଇଲେ ନିଷ୍ପତ୍ତି?

February 16, 2026

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026
Latest News

ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ‌ଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 16, 2026

ସାରା ବିଶ୍ୱରେ ହ୍ରାସ ପାଉଛି ଏହି ଧର୍ମର ଜନସଂଖ୍ୟା: ହିନ୍ଦୁମାନଙ୍କର ସ୍ଥିତି କ’ଣ?

February 16, 2026

କିଛି ଘଣ୍ଟା ପରେ ଇସ୍ତଫା ପ୍ରତ୍ୟାହାର କଲେ ଆସାମ କଂଗ୍ରେସର ପୂର୍ବତନ ସଭାପତି: କାହିଁକି ବଦଳାଇଲେ ନିଷ୍ପତ୍ତି?

February 16, 2026

ଆସନ୍ତାକାଲି ବିଧାନସଭା, ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ

February 16, 2026

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.