Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୀପାବଳି ପରେ ଷଷ୍ଠ ଓ ସପ୍ତମ କ୍ଲାସ, ନୂଆବର୍ଷରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବ
ଆଜିର ଖବର

ଦୀପାବଳି ପରେ ଷଷ୍ଠ ଓ ସପ୍ତମ କ୍ଲାସ, ନୂଆବର୍ଷରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବ

November 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଉ ନୁହେଁ ଏଥର ସ୍କୁଲ ଖୋଲିବ। ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେତିକି ନୁହେଁ ନୂଆ ବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବାର ସମ୍ଭାବନା ଅଛି ବୋଲି ମନ୍ତ୍ରୀ କହିଛନ୍ତି । ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାର ବିମର୍ଶ କରାଯାଉଥିଲା ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲରେ ପାଠପଢା ଆରମ୍ଭ ହୋଇଛି। ଗତ ୨୫ତାରିଖରୁ ରାଜ୍ୟରେ ଅଷ୍ଟମ ଶ୍ରେଣୀ ପାଠପଢା ଆରମ୍ଭ ହୋଇଛି । ସ୍କୁଲରେ ଏବେ ଛାତ୍ରଛାତ୍ରୀଙ୍କ ଉପସ୍ଥାପନ ଭଲ ରହୁଛି ।  ପ୍ରାୟ ୭୦ ପ୍ରତିଶତ ଛାତ୍ରଛାତ୍ରୀ ବିଦ୍ୟାଳୟ ଆସୁଛନ୍ତି ।  ପିଲାଙ୍କ ମଧ୍ୟରେ ସ୍କୁଲ ଆସିବାକୁ ଆଗ୍ରହ ରହିଛି । ଏହାକୁ ଦୃଷ୍ଟିରେ ରଖି ଅନ୍ୟ କ୍ଲାସ ଖୋଲିବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ ବିଚାର କରୁଛି।

ସ୍କୁଲ ସ୍କୁଲରେ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026

ହାଇଡ୍ରୋଜେନ୍ ଟ୍ରେନ୍ ଓ ଅତ୍ୟାଧୁନିକ ରକ୍ଷଣାବେକ୍ଷଣ ସୁବିଧାର ସମୀକ୍ଷା କଲେ ଅଶ୍ୱିନୀ ବୈଷ୍ଣବ

June 6, 2026

ରାଜଧାନୀରେ ଛୁରା ମାଡ

June 6, 2026
Latest News

ଟାଟାର ଜୁନ୍ ଧମାକା: ହଜାର ହଜାର ଟଙ୍କା ସଞ୍ଚୟର ସୁଯୋଗ, ଗ୍ରାହକଙ୍କ ପାଇଁ ବଡ଼ ଅଫର

June 6, 2026

କଂଗ୍ରେସର ନୂଆ ଗେମ୍‌ପ୍ଲାନ୍: ପାଇଲଟ୍‌ଙ୍କ ହାତକୁ ଯାଇପାରେ କମାଣ୍ଡ

June 6, 2026

ତାମିଲନାଡୁ ରାଜନୀତିରେ ନୂଆ ସମୀକରଣ, ଅନ୍ନାମଲାଇଙ୍କ ‘ୱି ଦି ଲିଡର୍ସ’ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ

June 6, 2026

କନେଷ୍ଟବଳଙ୍କ ଆତ୍ମାହୁତି ଉଦ୍ୟମ: ସ୍ଥିତି ସଙ୍କଟାପନ୍ନ

June 6, 2026

ହାଇଡ୍ରୋଜେନ୍ ଟ୍ରେନ୍ ଓ ଅତ୍ୟାଧୁନିକ ରକ୍ଷଣାବେକ୍ଷଣ ସୁବିଧାର ସମୀକ୍ଷା କଲେ ଅଶ୍ୱିନୀ ବୈଷ୍ଣବ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.