Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ନାମ ତାଲିକା ଘୋଷଣା
ଆଜିର ଖବର

ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ନାମ ତାଲିକା ଘୋଷଣା

November 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ସଦସ୍ୟ ନାମ ତାଲିକା ଘୋଷଣା

ଭୁବନେଶ୍ୱର: ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଓବିସିି ମୋର୍ଚ୍ଚା ରାଜ୍ୟ ସଭାପତିଶ୍ରୀ ସୁରଥ ବିଶ୍ୱାଳ ଆଜି ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ରାଜ୍ୟ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରିଛନ୍ତି ।

ଓବିସି ମୋର୍ଚ୍ଚାରରାଜ୍ୟ ଉପସଭାପତି ଭାବେସୁବାଷ ଜେନା, ରାମଚନ୍ଦ୍ର ବେହେରା, ଦିଲୀପ କାର୍ସେଲ, ସୁକାନ୍ତ ବିଶ୍ୱାଳ, ପ୍ରଶାନ୍ତ ନାୟକ ଓ ଉମାଶଂକର ପଟେଲ; ରାଜ୍ୟ ସାଧାରଣ ସଂପାଦକ ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଜ୍ଞାନେନ୍ଦ୍ର କୁମାର ସ୍ୱାଇଁ; ରାଜ୍ୟ ସଂପାଦକ ଭାବେ ସୈାଭାଗ୍ୟ ସାହୁ, ବଳରାମ ସୁବୁଦ୍ଧି, ସିଦ୍ଧାର୍ଥ ଶଙ୍କର ପତି, ଦୁର୍ଗାପ୍ରସନ୍ନ ନାୟକ, ମମତା ପଟେଲ ଓ ସୁକୁମାର ସାହୁ; କୋଷାଧ୍ୟକ୍ଷ ଭାବେ ସଂଗ୍ରାମ କେଶରୀ ନାୟକ; କାର୍ଯ୍ୟାଳୟ ସଂପାଦକ ଭାବେ ସୁଶାନ୍ତ କୁମାର ଜେନା; ସୋସିଆଲ ମିଡିଆ ସଂଯୋଜକ ଭାବେ ଜି.ତ୍ରିଦେବ ରେଡ୍ଡୀ; ମିଡିଆ ସଂଯୋଜକ ଭାବେ ବିଷ୍ନୁଚରଣ ବଳିୟାରସିଂହ ଏବଂ ରାଜ୍ୟ ଆଇଟି ସଂଯୋଜକ ଭାବେ ପ୍ରଦୀପ କୁମାର ବେହେରାଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ।

ଓବିସିି ମୋର୍ଚ୍ଚାର ରାଜ୍ୟ ସଂଯୋଜକ ଭାବେ କୃପାସିନ୍ଧୁ ମହନ୍ତ, ନୃସିଂହ ସାହୁ, ସାବିତ୍ରୀ ବିଶ୍ୱାଳ, ରଘୁନାଥ ପାତ୍ର, ଜଗନ୍ନାଥ ସ୍ୱାଇଁ, ଗୋପାଳ ଗୈାଡ, ଶଶାଙ୍କ ଶେଖର ମାହାଲା, ବଂଶିଧର ମେହେର, ଡମ୍ବରୁଧର ରେଡ୍ଡୀ, ସୁବାଷ ପ୍ରଧାନ, ମୃତ୍ୟୁଞ୍ଜୟ ମହାରଣା, ବନିନ୍ଦ୍ର ସାହୁ, ବିରଭଦ୍ର ଆଚାରୀ, ସିଦ୍ଧେଶ୍ୱର ନାଥ, ସୁଜିତ କୁମାର ଦେବ, ସଂଯୁକ୍ତା ପ୍ରଧାନ, ମେଲୋରୀ ବାରିକ, ବିଶ୍ୱଜିତ ମୁଦୁଲି, ଉମାକାନ୍ତ ଦାସ, ଚନ୍ଦ୍ରଗୁପ୍ତ ପ୍ରସାଦଙ୍କୁ ଦାୟୀତ୍ୱ ପ୍ରଦାନ କରାଯାଇଛି ।

ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଭାବେ ବରିଷ୍ଠ ନେତା ଖାରବେଳ ସ୍ୱାଇଁ, ରଞ୍ଜନ କୁମାର ପଟେଲ, ହିମାଂଶୁ ମେହେର, କୃଷ୍ନଚନ୍ଦ୍ର ପାତ୍ର, ସୁକାନ୍ତ କୁମାର ନାୟକ, କେ.ନାରାୟଣ ରାଓ, ହିତେଶ ବଗର୍ତୀ, ଭୂବନ ମୋହନ ଜେନା, ନମିତାରାଣୀ ସାହୁ, ସୁଧାମୟୀ ପଟେଲ, ରାଧେଶ୍ୟାମ ବାରିକ, ମୁକ୍ତା ସାହୁ, ପାଣ୍ଡବ ସାହୁ, ରୁଦ୍ରକିଶୋର ମାହାଲା, ନରେନ୍ଦ୍ର ସାହୁ ଏବଂ ଦୁଶ୍ମନ୍ତ ଦାସଙ୍କୁ ମନୋନୀତ କରାଯାଇଛି ।

ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ଭାବେଲକ୍ଷ୍ମୀଧର ପ୍ରଧାନ, ଚିତରଂଜନ କଂସ, ଆଶୁତୋଷ ପରିଡା, ଚର୍ଚ୍ଚିଲ ମହାକୁଡ, ଶେଷଦେବ ବଗର୍ତୀ, ବ୍ରଜକିଶୋର ଭୂୟାଁ, ତେଜରାମ ଭଇଁସା, କ୍ୟାପଟେନ ମାନସ ଦାସ, ଶିବପ୍ରସାଦ ବେହେରା ଏବଂ ପ୍ରଶାନ୍ତ କୁମାର ନାୟକଙ୍କୁ ମନୋନୀତ କରାଯାଇଛି । ଏଥି ସହ ୨୯ ଜଣଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମନୋନୀତ କରାଯାଇଛି ବୋଲି ଶ୍ରୀ ବିଶ୍ୱାଳ ପ୍ରେସ ବାର୍ତାରେ ଜଣାଇଛନ୍ତି ।

ଓଡିଶାରେ ୫୨ ପ୍ରତିଶତରୁ ଉର୍ଦ୍ଧ୍ୱ ପଛୁଆବର୍ଗଙ୍କୁ ବିଜେଡି ସରକାର ଯୋଜନାବଦ୍ଧ ଭାବରେ ସେମାନଙ୍କର ସାମ୍ବିଧାନିକ ଅଧିକାରରୁ ବଂଚିତ କରୁଛନ୍ତି । ଶିକ୍ଷା, ନିଯୁକ୍ତି ଏବଂ ରାଜନୈତିକ ସଂରକ୍ଷଣ ପାଇଁ ଥିବା ସାମ୍ବିଧାନିକ ବ୍ୟବସ୍ଥାକୁ ରାଜ୍ୟରେ କାର୍ଯ୍ୟକାରୀ କରାଯାଉନାହିଁ । ରାଜ୍ୟ ସରକାରଙ୍କ ପଛୁଆବର୍ଗଙ୍କୁ ଅଣଦେଖା ବିରୁଦ୍ଧରେ ଆଗାମୀ ଦିନରେ ଲଢେଇକୁ ଆହୁରି ଶାଣିତ କରିବ ବୋଲି ବିଜେପି ଓବିସି ମୋର୍ଚ୍ଚାରାଜ୍ୟ ସଭାପତି ଶ୍ରୀ ବିଶ୍ୱାଳ କହିଛନ୍ତି ।

Odisha BJP ଓବିସି ମୋର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.