Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଙ୍ଗୀରେ ହାତୀ ପଲଙ୍କ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନ ଫସଲ
ଆଜିର ଖବର

ଟାଙ୍ଗୀରେ ହାତୀ ପଲଙ୍କ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନ ଫସଲ

November 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ବନ ଖଣ୍ଡ ଟାଙ୍ଗୀ ରେଂଜ୍ ରେ ଦିନକୁ ଦିନ ବଢି ଚାଲିଛି ଜଙ୍ଗଲୀ ହାତୀ ପଲଙ୍କ ଆତଙ୍କ ରାଜ। ଦିନରେ ହାତୀ ପଲ ଜଙ୍ଗଲରେ ରହୁଥିବା ବେଳେ ରାତି ହେଲେ ଖାଦ୍ୟ ଖାଇବା ଲୋଭରେ ଗାଁ ମୁହାଁ ହେଉଛନ୍ତି। ହାତୀ ପଲଙ୍କ ଉପଦ୍ରବ ଯୋଗୁଁ ଲୋକେ ଆତଙ୍କିତ ହେଉଛନ୍ତି। ଧନ ଜୀବନ ବି ବିପନ୍ନ ହେଉଛି। ଧାନ ଅମଳ ହେବାକୁ ଆଉ ଅଳ୍ପ କେଇଟା ଦିନ ବାକି ଥିବା ବେଳେ ହାତୀପଲଙ୍କ ଯୋଗୁଁ ଫସଲ ନଷ୍ଟ ହେଉଥିବା ଅଭିଯୋଗ ହେଉଛି।

ଗତ କାଲି ରାତିରେ ଖୋର୍ଦ୍ଧା ବନ ଖଣ୍ଡ ଭୁଷଣ୍ଡପୁରରେ ୧୬ ଟି ଜଙ୍ଗଲୀ ହାତୀ ପଲ ଗାଁ ମୁହାଁ ହୋଇଥିବା ଦେଖିବାକୁ ମିଳିଛି। ଯାହା ଦ୍ଵାରା ଏକର ଏକର ଧାନ ଫସଲ ନଷ୍ଟ ହୋଇଯାଇଥିବା ଅଭିଯୋଗ ହୋଇଛି।

ଖବର ପାଇ ଟାଙ୍ଗୀ ବନାଂଚଳ ରେଂଜର ରଵିନ୍ଦ୍ର ନାଥ ପଣ୍ଡାଙ୍କ ନିର୍ଦ୍ଧେଶରେ ବନ ବିଭାଗ କର୍ମଚାରୀମାନେ ହାତୀ ପଲଙ୍କ ଉପରେ କଡା ନଜର ରଖିଛନ୍ତି। ଅକ୍ଳାନ୍ତ ପରିଶ୍ରମ କରି ବନ କର୍ମଚାରୀ ମାନେ ହାତୀ ପଲକୁ ଜଙ୍ଗଲ ଭିତରକୁ ଘଉଡାଇବା ପାଇଁ ଚେଷ୍ଟା ଜାରି ରଖିଛନ୍ତି। ହାତୀ ପାଦରେ ଫସଲ ନଷ୍ଟ ହେଉଥିଵାରୁ ବନ ଵିଭାଗ ଉପରେ ଚାଷୀମାନେ ଦୋଷ ଲଦିଛନ୍ତି। ଫସଲ ନଷ୍ଟ ହେଇଥିଵାରୁ ଚାଷୀମାନେ କ୍ଷତି ପୂରଣ ପାଇବା ପାଇଁ ଦାବି କରିଛନ୍ତି।

ଧାନ ଫସଲ ହାତୀ ପଲ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.