ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୮୭ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 10, 2021, 10:21 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୩୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୭୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ୱର ଜିଲ୍ଲାରୁ – ୯

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ – ୧

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୩୩

ଦେବଗଡ ଜିଲ୍ଲାରୁ- ୬

ଢେଙ୍କାନାଳ ଜିଲ୍ଲାରୁ – ୫

ଗଜପତି ଜିଲ୍ଲାରୁ- ୭

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୧୦

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୬

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧାରୁ- ୧୯୫

ମୟୁରଭଞ୍ଜ ଜିଲ୍ଲାରୁ – ୨

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ଼ ଜିଲ୍ଲାରୁ – ୬

ପୁରୀ ଜିଲ୍ଲାରୁ – ୧୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ – ୧୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୬

ଷ୍ଟେଟ ପୁଲରୁ- ୪୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୪୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୭ ଏବଂ ବର୍ତ୍ତମାନ ୨୯୮୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts