Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

November 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୪୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୩ ଲକ୍ଷ ୮୮ ହଜାର ୫୭୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୧ ହଜାର ୮୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୭ ଲକ୍ଷ ୮୭ ହଜାର ୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩୯ ହଜାର ୬୮୩ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଆକ୍ରାନ୍ତ କରୋନାରୁ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026
Latest News

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.