Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଶ୍ରେଣୀ ଗୃହରେ ପାଠ ପଢିବେ ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲା: ଏହି ତାରିଖରେ ଖୋଲିବ ସ୍କୁଲ
ଆଜିର ଖବର

ଏଣିକି ଶ୍ରେଣୀ ଗୃହରେ ପାଠ ପଢିବେ ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲା: ଏହି ତାରିଖରେ ଖୋଲିବ ସ୍କୁଲ

November 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାମାନଙ୍କୁ ଅଫଲାଇନ ପାଠ ପଢାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଣିକି ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ଆସି ଶ୍ରେଣୀ ଗୃହରେ ପାଠ ପଢିପାରିବେ। ଆସନ୍ତା ୧୫ ତାରିଖ ତଥା ସୋମବାର ଦିନ ଉଭୟ ଶ୍ରେଣୀର ପିଲାମାନେ ବିଦ୍ୟାଳୟକୁ ଆସି ପାଠ ପଢିବା ପାଇଁ ଅନୁମତି ମିଳିଛି। ସକଳ ୯ ଟା ୩୦ ରୁ ଅପରାହ୍ନ ୧ ଟା ଯାଏଁ ଶ୍ରେଣୀ ଗୃହରେ ପାଠ ପଢାଇବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। କୋଭିଡ଼ ଗାଇଡ଼ଲାଇନ ଅନୁଯାୟୀ ଶ୍ରେଣୀ ଗୃହରେ ପାଠ ପଢା ଲାଗି ନିର୍ଦ୍ଦେଶ ହୋଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ପିଲାମାନଙ୍କୁ ବିଦ୍ୟାଳୟରେ ଶିକ୍ଷାଦାନ ଦିଆଯାଉଛି।

କୋଭିଡ଼ ଗାଇଡଲାଇନ ଖୋଲିବ ସ୍କୁଲ ବିଜ୍ଞପ୍ତି ଜାରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସମୀର ରଞ୍ଜନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.