Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

November 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୧ ହଜାର ୬୭୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୨ ହଜାର ୧୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୯୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩୮ ହଜାର ୫୫୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

Steel Import Issues: ଇସ୍ପାତ ମନ୍ତ୍ରଣାଳୟ ଆୟୋଜନ କରିବ ଓପନ ହାଉସ ଆଲୋଚନା

July 3, 2026

ଇ-ରିକ୍ସା ଅଚଳ କରିଦେଉଥିବା ତିନିଟି ମୋବାଇଲ ଆପ୍ କୁ ହଟାଇବା ପାଇଁ ନିର୍ଦ୍ଦେଶ

July 3, 2026

କେତେବେଳେ ଆରମ୍ଭ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍?: ଜାଣନ୍ତୁ ସବୁକିଛି

July 3, 2026

ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା

July 3, 2026
Latest News

Steel Import Issues: ଇସ୍ପାତ ମନ୍ତ୍ରଣାଳୟ ଆୟୋଜନ କରିବ ଓପନ ହାଉସ ଆଲୋଚନା

July 3, 2026

ଇ-ରିକ୍ସା ଅଚଳ କରିଦେଉଥିବା ତିନିଟି ମୋବାଇଲ ଆପ୍ କୁ ହଟାଇବା ପାଇଁ ନିର୍ଦ୍ଦେଶ

July 3, 2026

ଜାପାନୀ ସଂସ୍ଥା ଓଡିଶାରେ କରିବେ ୩ଟି ପ୍ରକଳ୍ପ, ନିବେଶ- ୬୭,୦୦୦ କୋଟି ଟଙ୍କା, ବୁଝାମଣା ସ୍ବାକ୍ଷରିତ

July 3, 2026

କେତେବେଳେ ଆରମ୍ଭ ହେବ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍?: ଜାଣନ୍ତୁ ସବୁକିଛି

July 3, 2026

ପଞ୍ଜାବ ନିର୍ବାଚନ ପୂର୍ବରୁ ବଢିଲା ଚର୍ଚ୍ଚା: ଅମିତ ଶାହଙ୍କୁ ଭେଟିଲେ କଂଗ୍ରେସ ନେତା ସୁଖଜିନ୍ଦର ସିଂହ ରନ୍ଧାୱା

July 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.