Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରଗଡରେ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ବରଗଡରେ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

November 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବରଗଡରେ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ ।

ଆଜି ମୁଖ୍ୟମନ୍ତ୍ରୀ ବରଗଡରେ ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ସେହିପରି ଜିଲ୍ଲାରେ ୨୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ କାମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଏଥିରେ ରହିଛି – ୨୦୯୦ କୋଟି ଟଙ୍କାର ଗୁରୁତ୍ବପୂର୍ଣ୍ଣ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ । ଏହି ପ୍ରକଳ୍ପ ୨୦୨୩ ସେପ୍ଟେମ୍ବର ସୁଦ୍ଧା ସଂପୂର୍ଣ୍ଣ ହେବ ଏବଂ ଚାଷୀମାନେ ଏଥିରୁ ପାଣି ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବରଗଡ ଜିଲ୍ଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.