Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରିବେଶ ପରିବର୍ତ୍ତନ ବିରୋଧରେ ପ୍ରତିବାଦ: ଲଣ୍ଡନରେ ୪୦୦ ଗିରଫ
ଆଜିର ଖବର

ପରିବେଶ ପରିବର୍ତ୍ତନ ବିରୋଧରେ ପ୍ରତିବାଦ: ଲଣ୍ଡନରେ ୪୦୦ ଗିରଫ

April 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
LONDON POLICE 'SNATCH & GRAB' AT LONDON STRIKE
LONDON POLICE 'SNATCH & GRAB' AT LONDON STRIKE

ପରିବେଶ ପରିବର୍ତ୍ତନ ବିରୋଧରେ ପ୍ରତିବାଦ କରୁଥିବା ସମୟରେ ଲଣ୍ଡନରେ ପୋଲିସ ୪୦୦ ଜଣଙ୍କୁ ଗିରଫ କରିଛି। ଆନ୍ଦୋଳନର ନେତୃତ୍ବ ନେଉଥିବା ତିନି ଜଣ ପରିବେଶବିତ୍‌ଙ୍କୁ ପୋଲିସ୍‌ ରିମାଣ୍ଡରେ ନେଇଥିଲା। ତିନି ଜଣଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଜଣେ ମହିଳା ଥିଲେ। ଏମାନେ ଏକ କାନାରି ହ୍ବାର୍ଫ ଷ୍ଟେସନ୍‌ରେ ଟ୍ରେନ୍‌ ଉପରକୁ ଚଢିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ୍‌ ଗିରଫ କରିଥିଲା। ଏମାନଙ୍କୁ ହାଇବରୀ କର୍ଣ୍ଣର ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟରେ ପେଶ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ଜେଲ୍‌କୁ ପଠାଇ ଦିଆଯାଇଛି। ଆସନ୍ତା ତାରିଖ ମେ ୧୬ ପର୍ଯ୍ୟନ୍ତ ସେମାନେ ଜେଲ୍‌ରେ ରହିବେ ବୋଲି ଜଣାପଡିଛି। ଏହା ବ୍ୟତିତ ଗିରଫ ଅନ୍ୟାନ୍ୟ ୪୦୦ ଜଣଙ୍କୁ ମେଟ୍ରୋପଲିଟାନ୍‌ ପୋଲିସ୍‌ ସର୍ଭିସ୍‌ରେ ରଖାଯାଇଛି। ଲଣ୍ଡନରେ ଏକତ୍ର ଛିଡାହୋଇ ପ୍ରତିବାଦ କରିବା ଅପରାଧ ଅଟେ। ତେଣୁ ପୋଲିସ୍‌ ତରଫରୁ କୁହାଯାଇଛି, ପରିବେଶ ବିତ୍‌ ମାନେ ପ୍ରତିବାଦ କରିବାକୁ ଚାହିଁଲେ ମାର୍ବଲ ଆର୍ଚ୍ଚ ଯଶଇ ପ୍ରତିବାଦ କରିପାରିବେ। ମାତ୍ର ସର୍ବ ସାଧାରଣ ସ୍ଥାନରେ ପୁନର୍ବାର ପ୍ରତିବାଦ କଲେ ଅପରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି।

arrest london people police thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026

ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ମାମଲା: ସରକାରଙ୍କ ଆଦେଶ ବିରୁଦ୍ଧରେ କୋର୍ଟ ପହଞ୍ଚିଲା କମ୍ପାନୀ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026
Latest News

ଭାରତ ଆଜି ବିଶ୍ୱର ଅନ୍ୟତମ ଆର୍ଥିକ ମହାଶକ୍ତିରେ ପରିଣତ ହୋଇଛି: ଭଦ୍ରକ ସାଂସଦ

June 17, 2026

ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ମାମଲା: ସରକାରଙ୍କ ଆଦେଶ ବିରୁଦ୍ଧରେ କୋର୍ଟ ପହଞ୍ଚିଲା କମ୍ପାନୀ

June 17, 2026

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026

ଜୁଲାଇ ୧୦ରୁ ସାମୁହିକ ଛୁଟି: ଚେତାବନୀ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.