ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 14, 2021, 11:34 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୬୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୯  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ୱର ଜିଲ୍ଲାରୁ – ୧୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ – ୫

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ – ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

ଖୋର୍ଦ୍ଧାରୁ- ୧୩୨

ମାଲକାନଗିରି ଜିଲ୍ଲାରୁ- ୧

ମୟୁରଭଞ୍ଜ ଜିଲ୍ଲାରୁ – ୫

ନୟାଗଡ଼ ଜିଲ୍ଲାରୁ – ୨

ପୁରୀ ଜିଲ୍ଲାରୁ – ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ – ୧୪

ସୁନ୍ଦରଗଡ଼ ଜିଲ୍ଲାରୁ – ୬

ଷ୍ଟେଟ ପୁଲରୁ- ୩୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୪୭୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୩୦୦ ଏବଂ ବର୍ତ୍ତମାନ ୨୭୪୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts