ରାଜ୍ୟରେ ୨୦୦ ତଳକୁ ଖସିଲା କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 15, 2021, 10:36 am IST

ଭୁବନେଶ୍ବର:  ଆଜି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୦ ତଳକୁ ଖସିଛି। ଆଜି ରାଜ୍ୟରେ ୧୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ୱର ଜିଲ୍ଲାରୁ – ୯

ଭଦ୍ରକ ଜିଲ୍ଲାରୁ – ୨

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୧୪

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ – ୧

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

ଖୋର୍ଦ୍ଧାରୁ- ୭୬

ମୟୁରଭଞ୍ଜ ଜିଲ୍ଲାରୁ – ୧୨

ନୟାଗଡ଼ ଜିଲ୍ଲାରୁ – ୧

ପୁରୀ ଜିଲ୍ଲାରୁ – ୭

ସମ୍ବଲପୁର ଜିଲ୍ଲାରୁ – ୧୮

 

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ଼ ଜିଲ୍ଲାରୁ – ୧

ଷ୍ଟେଟ ପୁଲରୁ- ୧୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୬୫୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୫୦୫ ଏବଂ ବର୍ତ୍ତମାନ ୨୭୧୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts