ରାଜ୍ୟରେ ଚିହ୍ନଟ ହେଲେ ୨୦୬ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 16, 2021, 11:29 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୦୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୫  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ୱର ଜିଲ୍ଲାରୁ – ୩

ଭଦ୍ରକ ଜିଲ୍ଲାରୁ – ୩

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୧୫

ଢେଙ୍କାନାଳ ଜିଲ୍ଲାରୁ – ୧

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୪

ଯାଜପୁର ଜିଲ୍ଲାରୁ – ୧୨

ଝାରସୁଗୁଡା ଜିଲ୍ଲାରୁ- ୩

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

ଖୋର୍ଦ୍ଧାରୁ- ୧୨୦

ସମ୍ବଲପୁର ଜିଲ୍ଲାରୁ – ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୫

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୮୬୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୭୫୯ ଏବଂ ବର୍ତ୍ତମାନ ୨୬୬୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts