Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସାତ ଦିନ ପାଇଁ ପ୍ରତ୍ୟହ ଛଅ ଘଣ୍ଟା ପାଇଁ ବନ୍ଦ ରହିବ ରେଳବାଇ ସଂରକ୍ଷଣ ପ୍ରଣାଳୀ
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସାତ ଦିନ ପାଇଁ ପ୍ରତ୍ୟହ ଛଅ ଘଣ୍ଟା ପାଇଁ ବନ୍ଦ ରହିବ ରେଳବାଇ ସଂରକ୍ଷଣ ପ୍ରଣାଳୀ

November 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଯାତ୍ରୀ ସେବାକୁ ସ୍ୱାଭାବିକ କରିବା ଏବଂ କୋଭିଡ୍ ପୂର୍ବ ସେବାକୁ ପର୍ଯ୍ୟାୟକ୍ରମେ ଫେରାଇବା ପାଇଁ ରେଳବାଇର ପ୍ରୟାସର ଏକ ଅଂଶ ଭାବରେ ରେଳବାଇର ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥା (PRS) ର ବ୍ୟବସାୟ ସମୟ ମଧ୍ୟରେ ପ୍ରତ୍ୟହ ଛଅ ଘଣ୍ଟା ପାଇଁ ସାତ ଦିନ ପର୍ଯ୍ୟନ୍ତ ବନ୍ଦ ରଖାଯିବ। ଏହା ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥା ତଥ୍ୟର ଅପଗ୍ରେଡେସନ୍ ଏବଂ ନୂତନ ଟ୍ରେନ୍ ନମ୍ବରର ଅପଡେଟ୍ ଇତ୍ୟାଦି ସଠିକ କରିବା। ଯେହେତୁ ସମସ୍ତ ନିୟମିତ ମେଲ୍ /ଏକ୍ସପ୍ରେସ ଟ୍ରେନ ସହିତ ବହୁତ ଗୁଡିଏ ପୁରୁଣା ଟ୍ରେନ୍ ନମ୍ବର ଓ ବିଶେଷ ଟ୍ରେନ ଇତ୍ୟାଦିକୁ ସଂଯୋଗ କରାଇବା ଏବଂ ବର୍ତ୍ତମାନର ଯାତ୍ରୀ ବୁକିଂ ଡାଟା ଅପଡେଟ୍ କରାଇବା କାର୍ଯ୍ୟ ଯାତ୍ରୀ ସଂରକ୍ଷଣ ବ୍ୟବସ୍ଥାରେ ପର୍ଯ୍ୟାୟ କ୍ରମେ ସମ୍ପାଦନ କରିବାର ଯୋଜନା କରାଯାଇଛି ସେଠି ପାଇଁ ଟିକେଟ୍ ବୁକିଂ ସେବାଗୁଡିକର ପ୍ରଭାବକୁ ନିର୍ଭୁଲ କରିବା ପାଇଁ ଯତ୍ନର ସହିତ କ୍ରମାଙ୍କନ କରିବା ଇତ୍ୟାଦିକୁ ରାତି ସମୟରେ କାର୍ଯ୍ୟକାରୀ କରାଯାଏ।

ଏହି କାର୍ଯ୍ୟକଳାପ ୧୪ ଏବଂ ୧୫ ନଭେମ୍ବରର ମଧ୍ୟବର୍ତ୍ତୀ ରାତିରୁ ୨୦ ଏବଂ ୨୧ ନଭେମ୍ବର ରାତି ୧୧ଘ.୩୦ମି.ରୁ ଆରମ୍ଭ ହୋଇ ଭୋର ୦୫ଘ.୩୦ମି. ମଧ୍ୟରେ ଶେଷ କରାଯିବ।

ଏହି ଛଅ ଘଣ୍ଟା ମଧ୍ୟରେ (ରାତି ୧୧ଘ.୩୦ମି.ରୁ ଆରମ୍ଭ ହୋଇ ଭୋର ୦୫ଘ.୩୦ମି.) କୌଣସି ଯାତ୍ରୀ ସଂରକ୍ଷଣ ପ୍ରଣାଳୀ ସେବା (ଟିକେଟ୍ ସଂରକ୍ଷଣ, ସାମ୍ପ୍ରତିକ ବୁକିଂ, ବାତିଲ୍, ଅନୁସନ୍ଧାନ ସେବା ଇତ୍ୟାଦି) ଉପଲବ୍ଧ ହେବ ନାହିଁ।

ପ୍ରଭାବିତ ସମୟ ମଧ୍ୟରେ ରେଳ କର୍ମଚାରୀମାନେ ଟ୍ରେନ୍ ଆରମ୍ଭ କରିବା ପାଇଁ ଅଗ୍ରୀମ ଚାର୍ଟିଂ ନିଶ୍ଚିତ କରିବେ। ଯାତ୍ରୀ ସଂରକ୍ଷଣ ପ୍ରଣାଳୀ ସେବା ବ୍ୟତୀତ, ୧୩୯ ସେବା ସହିତ ଅନ୍ୟ ସମସ୍ତ ଅନୁସନ୍ଧାନ ସେବା ନିରବଚ୍ଛିନ୍ନ ଭାବରେ ଜାରି ରହିବ।

ବର୍ତ୍ତମାନ ଟ୍ରେନ୍ ନମ୍ବର ଜିରୋ (ଶୂନ) ସହିତ ଆରମ୍ଭ ହେବ ନାହିଁ ଯାହାକି ବିଶେଷ ଟ୍ରେନ ମାନଙ୍କ ମୂଳ ନମ୍ବରରୁ ଆରମ୍ଭ କରାଯାଉଥିଲା। ସ୍ୱତନ୍ତ୍ର ଟ୍ରେନ୍ ନମ୍ବରକୁ ନିୟମିତ ଟ୍ରେନ୍ ନମ୍ବରରେ ରୂପାନ୍ତର ପ୍ରକ୍ରିୟା CRIS ଦ୍ୱାରା ଆରମ୍ଭ ହୋଇସାରିଛି ଏବଂ ଆସନ୍ତା ସାତ ଦିନ ମଧ୍ୟରେ ଏହା ଶେଷ ହେବ ବୋଲି ଆଶା କରାଯାଉଛି।

ଯାତ୍ରୀ ସେବାକୁ ସ୍ୱାଭାବିକ ତଥା ନବୀକରଣ କରିବାକୁ ପ୍ରୟାସରେ ରେଳବାଇର ସମ୍ମାନିତ ଗ୍ରାହକମାନେ ରେଳବାଇକୁ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।

ବନ୍ଦ ରହିବ ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Latest News

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.