Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୮ ତାରିଖରେ ଭିନ୍ନକ୍ଷମଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା
ଆଜିର ଖବର

ଆସନ୍ତା ୧୮ ତାରିଖରେ ଭିନ୍ନକ୍ଷମଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର ପକ୍ଷରୁ କ୍ଷୁଦ୍ର ନିଯୁକ୍ତି ମେଳା

November 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଭିନ୍ନକ୍ଷମଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଏକ କ୍ଷୁଦ୍ର ନିଯୁକ୍ତି ମେଳା ଆୟୋଜନ କରାଯାଉଛି। ସନସିଡ୍ ଆଗ୍ରୋ ଲିମିଟେଡର ମିଳିତ ସହଯୋଗରେ ଆସନ୍ତା ୧୮ ତାରିଖରେ ଏହି ନିଯୁକ୍ତି ମେଳା ଆୟୋଜିତ ହେବ। ଦିବ୍ୟାଙ୍ଗ ଏବଂ ସାଧାରଣ ବର୍ଗର ନିଯୁକ୍ତି ଆଶାୟୀମାନେ ଏଥିରେ ଅଂଶଗ୍ରହଣ କରିପାରିବେ। ପ୍ରଡକ୍ଟ ମାର୍କେଟିଂ, ସେଲ୍ସ ଓ ସୁପରିଭିଜନ କ୍ଷେତ୍ରରେ ଖାଲିଥିବା ୧୫୫ଟି ପଦବୀ ପାଇଁ ଏହି ନିଯୁକ୍ତି ମେଳା ଆୟୋଜନ କରାଯିବ। ୨୧ରୁ ୩୩ ବର୍ଷ ବୟସ ମଧ୍ୟରେ ପ୍ରାର୍ଥୀ ଏଥିରେ ଅଂଶଗ୍ରହଣ କରିପାରିବେ।

ଆଶାୟୀ ପ୍ରାର୍ଥୀମାନଙ୍କୁ ସମସ୍ତ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର, ଆଧାର କାର୍ଡ, ପାସପୋର୍ଟ ସାଇଜର ଫଟୋ, ଦିବ୍ୟାଙ୍ଗ ପ୍ରମାଣପତ୍ର (ଦିବ୍ୟାଙ୍ଗ ହୋଇଥିଲେ) ଏବଂ ବାୟୋଡାଟା ସହିତ ଏହି ମେଳାରେ ଭାଗ ନେବା ଲାଗି ଅନୁରୋଧ କରାଯାଉଛି। ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୯ଟାରୁ ଅପରାହ୍ଣ ୨ଟା ମଧ୍ୟରେ ଜାତୀୟ କ୍ୟାରିଅର ସେବା କେନ୍ଦ୍ର, ପ୍ଲଟ ନମ୍ବର-୧,୨,୫ ଏବଂ ୬, ଗଣ୍ଡମୁଣ୍ଡା, ପୋଖରୀପୁଟ, ଭୁବନେଶ୍ୱର (ମଧୁସୂଦନ ଦାସ ପାର୍କ ସମ୍ମୁଖ) ଠିକଣାରେ ପହଞ୍ଚି ପ୍ରାର୍ଥୀମାନେ ଏହି ମେଳାରେ ଭାଗ ନେଇପାରିବେ।

ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଦିବ୍ୟାଙ୍ଗ ନିଯୁକ୍ତି ମେଳା ଭିନ୍ନକ୍ଷମ ଭୁବନେଶ୍ୱର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.