Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ଆୟକର ବିଭାଗ ପକ୍ଷରୁ ଆସନ୍ତାକାଲି ଆୟୋଜିତ ହେବ ଟ୍ୟାକ୍ସାଥନ୍
ଆଜିର ଖବର

ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ଆୟକର ବିଭାଗ ପକ୍ଷରୁ ଆସନ୍ତାକାଲି ଆୟୋଜିତ ହେବ ଟ୍ୟାକ୍ସାଥନ୍

November 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶ ସ୍ୱାଧୀନତାର ୭୫ତମ ବର୍ଷ ଉପଲକ୍ଷେ ଦେଶବ୍ୟାପୀ ପାଳନ କରାଯାଉଛି ‘ଆଜାଦୀ କା ଅମୃତ ମହୋତ୍ସବ’। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରସ୍ଥିତ ଓଡ଼ିଶା କ୍ଷେତ୍ର ପ୍ରଧାନ ମୁଖ୍ୟ ଆୟକର ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପଦଯାତ୍ରା (ୱାକାଥନ୍) ଆୟୋଜନ କରାଯିବ।

ଆସନ୍ତାକାଲି ୧୭.୧୧.୨୦୨୧ରେ “ସଚ୍ଚୋଟ ଟିକସଦାତାମାନଙ୍କୁ ସମ୍ମାନ” ବିଷୟବସ୍ତୁକୁ ନେଇ ‘ଟ୍ୟାକ୍ସାଥନ୍’ ନାମରେ ଏହି ପଦଯାତ୍ରା ଭୁବନେଶ୍ୱର ରାଜସ୍ୱ ବିହାରସ୍ଥିତ ଆୟକର ଭବନରୁ ବାହାରି ରସୁଲଗଡ଼, ବାଣୀବିହାର, ରାମମନ୍ଦିର (ଜନପଥ), କଳିଙ୍ଗ ଷ୍ଟାଡିୟମ ଦେଇ ପୁନର୍ବାର ଆୟକର ଭବନକୁ ଫେରି ଆସିବ। ବୁଧବାର ସକାଳ ୬ଟା ୩୦ମିନିଟ୍ ସମୟରେ ଆରମ୍ଭ ହେବାକୁ ଥିବା ଦୀର୍ଘ ୧୦ କିମି ବ୍ୟାପୀ ଏହି ପଦଯାତ୍ରାରେ ସଚ୍ଚୋଟ ଟିକସଦାତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶନ କରାଯିବା ସହିତ ଟିକସ ପଇଠ କରି ରାଷ୍ଟ୍ର ନିର୍ମାଣରେ ଭାଗୀଦାର ହେବା ଲାଗି ସଚେତନତା ସୃଷ୍ଟି କରାଯିବ।

ଆଜାଦୀ କା ଅମୃତ ମହୋତ୍ସବ ଆୟକର ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.