Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

November 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୪ ଲକ୍ଷ ୬୬ ହଜାର ୫୯୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୪ ହଜାର ୧୫୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୭୪ ହଜାର ୧୯୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୨୮ ହଜାର ୫୫୫ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନା ଅପଡେଟ୍ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Latest News

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.