Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାଣନ୍ତୁ ପ୍ରଥମ ଦେଶ ଭାବରେ କେଉଁ ରାଷ୍ଟ୍ର ଲଞ୍ଚ କରିବ ୬-ଜି
ଆଜିର ଖବର

ଜାଣନ୍ତୁ ପ୍ରଥମ ଦେଶ ଭାବରେ କେଉଁ ରାଷ୍ଟ୍ର ଲଞ୍ଚ କରିବ ୬-ଜି

November 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟୋକିଓ: ବିଶ୍ବର ପ୍ରଥମ ରାଷ୍ଟ୍ର ଭାବରେ ୬-ଜି ଲଞ୍ଚ କରିବାକୁ ଯାଉଛି ଏହି ରାଷ୍ଟ୍ର। ସମଗ୍ର ବିଶ୍ବର ଅଧିକାଂଶ ରାଷ୍ଟ୍ରରେ ବର୍ତ୍ତମାନ ୫-ଜି ଲଞ୍ଚ ହୋଇ ନଥିବା ବେଳେ ପ୍ରଥମ ଦେଶ ଭାବରେ ୬-ଜି ଲଞ୍ଚ କରିବାକୁ ଯାଉଛି ଜାପାନ। ଆସନ୍ତା ୨୦୩୦ ମସିହାରେ ଜାପାନ ୬-ଜି ଲଞ୍ଚ କରିବାକୁ ଯାଉଥିବା ନେଇ ଜାପାନ ସରକାରଙ୍କ ପକ୍ଷରୁ ମତ ଦିଆଯାଇଛି। ୫-ଜିର ସ୍ପିଡ୍‌ ଅପେକ୍ଷା ଏହାର ସ୍ପିଡ୍‌ ୧୦ ଗୁଣା ଅଧିକ ରହିବ ବୋଲି ଜାପାନର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଟାକାଓ ସାନାଏ ମତ ଦେଇଛନ୍ତି। ୬-ଜି ଇଣ୍ଟରନେଟ୍‌ ସେବା ପାଇଁ ବୈଷୟିକ କୌଶଳ ନିମନ୍ତେ ଜାପାନ ସରକାର ଏନ୍‌ଟିଟି ଏବଂ ତୋଷିବା ସହିତ ଚୁକ୍ତି କରିଛନ୍ତି। ୬-ଜି ଇଣ୍ଟରନଟ ସେବା ପାଇଁ ଜାପାନ ସରକାର ୭ ବିଲିୟନ୍‌ ଡଲାରର ବଜେଟ୍‌ ସ୍ଥିର କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.