Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋହନ ଭାଗବତଙ୍କୁ ଭେଟିଲେ ରତନ ଟାଟା
ଆଜିର ଖବର

ମୋହନ ଭାଗବତଙ୍କୁ ଭେଟିଲେ ରତନ ଟାଟା

April 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ratan tata meets rss chief mohan bhagabat
ratan tata meets rss chief mohan bhagabat

ଶିଳ୍ପପତି ତଥା ଟାଟା ଗ୍ରୁପ୍‌ର ପୂର୍ବତନ ଚେୟାରମ୍ୟାନ୍‌ ରତନ ଟାଟା ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟିଛନ୍ତି। ନାଗପୁର ସ୍ଥିତ ଆରଏସ୍‌ଏସ୍‌ ମୁଖ୍ୟ କାର୍ଯ୍ୟାଳୟରେ ଏହି ବୈଠକ ହୋଇଥିବା ବେଳେ ଦୁଇ ଘଣ୍ଟା ପର୍ଯ୍ୟନ୍ତ ବୈଠକ ଚାଲିଥିଲା। ବୈଠକ ପରେ ଟାଟା ଏହାକୁ ଏକ ସୌଜନ୍ୟ ମୂଳକ ସାକ୍ଷାତ ବୋଲି କହିଥିଲେ। ଆରଏସ୍‌ଏସ୍‌ ମୁଖ୍ୟାଳୟକୁ ଏହା ଟାଟାଙ୍କର ଦ୍ବିତୀୟ ଗସ୍ତ। ପୂର୍ବରୁ ଆରଏସ୍‌ଏସ୍‌ ନେତା ନାନା ପାଲକାରଙ୍କ ଜନ୍ମ ଦିବସରେ ଦୁଇ ବର୍ଷ ପୂର୍ବେ ଟାଟା ପ୍ରଥମ ଥର ଗସ୍ତ କରିଥିଲେ। ଲୋକସଭା ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ବ୍ୟବସାୟୀଙ୍କ ସହାୟତା ହାସଲର ପ୍ରୟାସ କରୁଥିବା ବେଳେ ଏହି ବୈଠକ ଚର୍ଚ୍ଚା ସୃଷ୍ଟି କରିଛି। ପୂର୍ବରୁ ମୁକେଶ ଅମ୍ବାନୀ କଂଗ୍ରେସର ମିଲିନ୍ଦ ଦେଓରାଙ୍କ ପାଇଁ ନିଜ ସମର୍ଥନ ଘୋଷଣା କରିଥିଲେ।

meets mohanbhagabat ratantata thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.