ରାଜ୍ୟରେ ଚିହ୍ନଟ ହେଲେ ୨୨୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 18, 2021, 10:48 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ୱର ଜିଲ୍ଲାରୁ – ୬

ଭଦ୍ରକ ଜିଲ୍ଲାରୁ – ୩

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୮

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ – ୨

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

ଖୋର୍ଦ୍ଧାରୁ- ୧୧୩

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ – ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୮

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୩୧୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୨୬୨ ଏବଂ ବର୍ତ୍ତମାନ ୨୬୧୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts