Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ ଘୋଷଣା: ନୂତନ କୃଷି ଆଇନକୁ ପ୍ରତ୍ୟାହାର କରିବାକୁ ନେଲେ ନିଷ୍ପତ୍ତି
ଆଜିର ଖବର

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ ଘୋଷଣା: ନୂତନ କୃଷି ଆଇନକୁ ପ୍ରତ୍ୟାହାର କରିବାକୁ ନେଲେ ନିଷ୍ପତ୍ତି

November 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଗୁରୁ ପର୍ବ ଏବଂ କାର୍ତ୍ତିକ ପୂର୍ଣ୍ଣିମାର ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ତିନୋଟି ବିବାଦୀୟ ନୂତନ କୃଷି ଆଇନକୁ ପ୍ରତ୍ୟାହାର କରିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜି ଦେଶବାସୀଙ୍କୁ କ୍ଷମା ମାଗିବାବେଳେ ମୁଁ କହିବାକୁ ଚାହେଁ ଯେ, ଆମର ତାପସ୍ୟାରେ କିଛି ଅଭାବ ରହିଯାଇଥିବ। କିଛି ଚାଷୀ ଭାଇମାନଙ୍କୁ ଆମେ ବୁଝାଇପାରିଲୁ ନାହିଁ।

ଆଜି ଗୁରୁ ନାନକ ଦେବଙ୍କ ପବିତ୍ର ପର୍ବ। କାହାକୁ ଦୋଷ ଦେବା ପାଇଁ ଏହା ସମୟ ନୁହେଁ। ଆଜି ମୁଁ ସମଗ୍ର ଦେଶକୁ ଜଣାଇବାକୁ ଆସିଛି ଯେ, ସରକାର ଏହି ତିନୋଟି କୃଷି ଆଇନ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି। ସେ କହିଛନ୍ତି ଯେ, ଚଳିତ ମାସ ଶେଷ ସୁଦ୍ଧା ଏହି ତିନି କୃଷି ଆଇନ ପ୍ରତ୍ୟାହାର କରିବାର ସାମ୍ବିଧାନିକ ପ୍ରକ୍ରିୟା ଆରମ୍ଭ କରିବେ। ଏଥିସହ ଆନ୍ଦୋଳନରେ ବସିଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ମୋଦୀ ନିଜ ଘରକୁ ଫେରିବାକୁ ନିବେଦନ କରିଛନ୍ତି।

କାର୍ତ୍ତିକ ପୂର୍ଣ୍ଣିମା କୃଷି ଆଇନ ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Latest News

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.