ରାଜ୍ୟରେ ଚିହ୍ନଟ ହେଲେ ୨୪୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 19, 2021, 10:19 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୪୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୧  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ୱର ଜିଲ୍ଲାରୁ – ୭

ବରଗଡ ଜିଲ୍ଲାରୁ- ୬

ଭଦ୍ରକ ଜିଲ୍ଲାରୁ – ୨

କଟକ ଜିଲ୍ଲାରୁ – ୧୮

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୫

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

ଖୋର୍ଦ୍ଧାରୁ- ୧୨୦

କୋରାପୁଟ ଜିଲ୍ଲାରୁ- ୨

ମାଲକାନଗିରି ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୨୪

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ – ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୪

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୫୫୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୬୧୩ ଏବଂ ବର୍ତ୍ତମାନ ୨୫୦୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts