ରାଜ୍ୟରେ ଚିହ୍ନଟ ହେଲେ ୨୩୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 20, 2021, 10:54 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୩୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୯  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ୱର ଜିଲ୍ଲାରୁ – ୭

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ – ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୨୪

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ – ୧

ଯାଜପୁର ଜିଲ୍ଲାରୁ – ୭

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

ଖୋର୍ଦ୍ଧାରୁ- ୧୨୩

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ – ୬

ସୁନ୍ଦରଗଡ଼ ଜିଲ୍ଲାରୁ – ୯

ଷ୍ଟେଟ ପୁଲରୁ- ୨୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୭୯୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୬୭ ଏବଂ ବର୍ତ୍ତମାନ ୨୩୮୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts