ରାଜ୍ୟରେ ଚିହ୍ନଟ ହେଲେ ୨୦୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 21, 2021, 10:43 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ୱର ଜିଲ୍ଲାରୁ – ୫

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲରୁ- ୫

କଟକ ଜିଲ୍ଲାରୁ – ୧୦

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୬

କଳାହାଣ୍ଡି ଜିଲ୍ଲାରୁ- ୩

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧାରୁ- ୧୦୭

ମୟୂରଭଞ୍ଜ ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସୋନପୁର ଜିଲ୍ଲାରୁ – ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୨୨

ଷ୍ଟେଟ ପୁଲରୁ- ୨୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୨୩୦ ଏବଂ ବର୍ତ୍ତମାନ ୨୩୨୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts