Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟାଙ୍ଗୀ: ଆଇଚର ବୋଲେରୋ ମଧ୍ୟରେ ମୁହାଁ ମୁହିଁ ଧକ୍କା, ୭ ଯାତ୍ରୀ ଗୁରୁତର
ଆଜିର ଖବର

ଟାଙ୍ଗୀ: ଆଇଚର ବୋଲେରୋ ମଧ୍ୟରେ ମୁହାଁ ମୁହିଁ ଧକ୍କା, ୭ ଯାତ୍ରୀ ଗୁରୁତର

November 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଆଇଚର ବୋଲେରୋ ମଧ୍ୟରେ ମୁହାଁ ମୁହିଁ ଧକ୍କା। ଫଳରେ ୭ ଯାତ୍ରୀ ଗୁରୁତର ହୋଇପଡିଛନ୍ତି। ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ ବାଇପାସ୍ ଓଭର ବ୍ରିଜ୍ ନିକଟରେ ଏଭଳି ଦୁର୍ଘଟଣା ଘଟଣା ଦେଖିବାକୁ ମିଳିଛି।

ସୂଚନା ଅନୁଯାୟୀ, ଆଜି ଗୋଟିଏ ବୋଲେରୋଟି ବ୍ରହ୍ମପୁରରୁ କଟକ ଅଭିମୁଖେ ଯାଉଥିଲା। ସେଥିରେ ଜଣେ ମହିଳା ସମେତ ୭ ଜଣ ଯାତ୍ରା କରୁଥିଲେ। କିନ୍ତୁ ହଠାତ ସାମ୍ନା ପଟୁ ଆସୁଥିବା ଏକ ଆଇଚରଟି ବୋଲୋରକୁ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବୋଲେରୋର ଆଗ ପଟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ବୋଲୋରରେ ୭ ଜଣ ଯାତ୍ରୀ ଗୁରୁତର ହୋଇଥିଲେ।

ସେଠାରେ ଥିବା ସ୍ଥାନୀୟ ବାସିନ୍ଦା ତୁରନ୍ତ ଟାଙ୍ଗୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଟାଙ୍ଗୀ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚି ଆହତ ମାନଙ୍କୁ ଉଦ୍ଧାର କରି ଆହତ ମାନଙ୍କୁ ଟାଙ୍ଗୀମେଡିକାଲରେ ଭର୍ତ୍ତି କରିଥିଲା। ପରେ ଟାଙ୍ଗୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।

ଟାଙ୍ଗୀ ମୁହାଁ ମୁହିଁ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Latest News

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.