Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ଶେଷ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି ହେଲା ପୁରୀ-ପାଟନା ବିଶେଷ ଟ୍ରେନ ସେବା
ଆଜିର ଖବର

ଡିସେମ୍ବର ଶେଷ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି ହେଲା ପୁରୀ-ପାଟନା ବିଶେଷ ଟ୍ରେନ ସେବା

November 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ହେତୁ କିଛି ଟ୍ରେନ୍ ଅସ୍ଥାୟୀ ଭାବେ ବାତିଲ

ଭୁବନେଶ୍ବର: ରେଳ ଯାତ୍ରୀ ମାନଙ୍କର ଦାବି ଓ ଚାହିଦାକୁ ଦୃଷ୍ଟିରେ ରଖି ୦୮୪୩୯/୦୮୪୪୦ ପୁରୀ-ପାଟନା-ପୁରୀ ବିଶେଷ ଟ୍ରେନ ସେବାକୁ ଡିସେମ୍ବର ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି।

ପୁରୀ ଠାରୁ ପ୍ରତି ଶନିବାର ଅପରାହ୍ନ ୨ଘ.୫୫ମି. ରେ ଛାଡୁଥିବା ୦୮୪୩୯ ପୁରୀ-ପାଟନା ସ୍ପେଶାଲ୍ ଡିସେମ୍ବର ୨୫ ତାରିଖ ୨୦୨୧ ପର୍ଯ୍ୟନ୍ତ ଚଳାଚଳ କରିବ। ସେହିପରି ଫେରିବା ମାର୍ଗରେ, ପାଟଣା ଠାରୁ ପ୍ରତି ରବିବାର ଅପରାହ୍ନ ୧ଘ.୪୫ମି.ରେ ଛାଡୁଥିବା ୦୮୪୪୦ ପାଟନା-ପୁରୀ ସ୍ପେଶାଲ୍ ଡିସେମ୍ବର ୨୬ ତାରିଖ ୨୦୨୧ ପର୍ଯ୍ୟନ୍ତ ଚଳାଚଳ କରିବ।

ଟ୍ରେନ ସେବା ପୁରୀ-ପାଟନା ବିଶେଷ ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026
Latest News

ରାମ ମନ୍ଦିର ଦାନ ଚୋରି ମାମଲା: ତୁରନ୍ତ ଶୁଣାଣି କରିବାକୁ ମନା କଲେ  ସୁପ୍ରିମକୋର୍ଟ

June 29, 2026

ସକାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

June 29, 2026

୬୫ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ ଆଥଲେଟିକ୍ସ ପ୍ରତିଯୋଗିତା ଉଦଯାପିତ

June 29, 2026

ପବିତ୍ର ଦେବ ସ୍ନାନ ପୂର୍ଣ୍ଣିମା ଅବସରରେ କଳାକୃତି ନିର୍ମାଣ କଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

June 29, 2026

‘ପିଏମ୍ ଫ୍ୟାମିଲି କେୟାର୍ ଟ୍ରାକର୍’ ପାଇଲଟ୍ ପ୍ରକଳ୍ପକୁ ଉଦଘାଟନ କଲେ ଅମିତ ଶାହ

June 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.