Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ବିଧାନସଭା ନିର୍ବାଚନ ଲଢିବେ ରଜନୀକାନ୍ତ
ଆଜିର ଖବର

ଆସନ୍ତା ବିଧାନସଭା ନିର୍ବାଚନ ଲଢିବେ ରଜନୀକାନ୍ତ

April 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ରଜନୀକାନ୍ତ ଶୁକ୍ରବାର ଦିନ  ତାମିଲନାଡୁର ଆସନ୍ତା ବିଧାନସଭା ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ବିଧାନସଭା ନିର୍ବାଚନ ଲଢିବାକୁ ତାଙ୍କ ଦଳ ପ୍ରସ୍ତୁତ ରହିଛି।  ୨୦୦୪ ଲୋକସଭା ନିର୍ବାଚନରେ ରଜନୀକାନ୍ତ ଖୋଲାଖୋଲି ବିଜେପିକୁ ସମର୍ଥନ ଜଣାଇଥିଲେ। ୨୦୨୧ରେ ତାମିଲନାଡୁର ୨୩୪ ବିଧାନସଭା ଆସନ ପାଇଁ ନିର୍ବାଚନ ହେବାର ଅଛି। କିଛି ଦିନ ପୂର୍ବରୁ ରଜନୀକାନ୍ତ ଆଗାମୀ ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଥିଲେ। ଏପରିକି ତାଙ୍କ ଦଳ ରଜନୀ ମକ୍କଲ ମଣ୍ଡରମ(ଆରଏମଏମ) ଅନ୍ୟ କୌଣସି ଦଳକୁ ସମର୍ଥନ କରିବ ନାହିଁ କି କାହା ସହ ମେଣ୍ଟ କରିବନି ବୋଲି ରଜନୀକାନ୍ତ କହିଥିଲେ । ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ଷମତା ବଜାୟ ରଖିବେ କି ନାହିଁ ପ୍ରଶ୍ନର ଉତ୍ତରରେ ରଜନୀକାନ୍ତ ମଇ ୨୩ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ କହିଛନ୍ତି।

( ମୋବାଇଲରେ ଫଟାଫଟ୍ ଖବର ଜାଣିବା ପାଇଁ ଡାଉନଲୋଡ କରନ୍ତୁ  SANKHIPTA  ଆପ, ପରେ ସ୍କ୍ରିନକୁ ତଳୁ ଉପରକୁ ଠେଲି ପଢି ଚାଲନ୍ତୁ ଖବର ପରେ ଖବର)

assembly contest election thesmikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଅକ୍ଟୋବର ୧୭ ପର୍ଯ୍ୟନ୍ତ ସାଉଦି ଆରବକୁ ବିମାନସେବା ସ୍ଥଗିତ

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.