Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ପହିଲାରୁ ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ହଟ୍ଟଗୋଳ କରିପାରିବେନି ବିଧାୟକ
ଆଜିର ଖବର

ଡିସେମ୍ବର ପହିଲାରୁ ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ: ହଟ୍ଟଗୋଳ କରିପାରିବେନି ବିଧାୟକ

November 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଡିସେମ୍ବର ୧ ତାରିଖ ଠାରୁ ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। କରୋନା କଟକଣା ଭିତରେ ଶୀତକାଳୀନ ଅଧିବେଶନ ଚାଲିବ। କିନ୍ତୁ ତା’ପୂର୍ବରୁ ନଭେମ୍ବର ୨୯ ତାରିଖ ଦିନ ୧୧ ଟାରେ ସର୍ବାଦଳୀୟ ବୈଠକ ବସିବ।

କିନ୍ତୁ ଏଥର ବିଧାୟକମାନେ ଗୃହରେ ହୋହଲ୍ଲା କରିବାକୁ ବାରଣ କରଯାଇଛି। ରାଜ୍ୟପାଳଙ୍କ ଅଭିଭାଷଣରେ ହେଉ କିମ୍ବା ପ୍ରଶ୍ନ-ଉତ୍ତର ସମୟରେ ବିଧାନସଭାର ସଦସ୍ୟମାନେ ଶାନ୍ତି ଶ୍ରୁଙ୍ଖଳା ରଖିବାକୁ କୁହାଯାଇଛି। ଏନେଇ ସର୍ବଦଳୀୟ ବୈଠକରେ ଆଲୋଚନା କରାଯିବ ବୋଲି ବାଚସ୍ପତି ଡା. ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। କିନ୍ତୁ ସଦସ୍ୟମାନେ ଏହି ନିୟମକୁ କେତେ ପାଳନ କରୁଛନ୍ତି, ତାହା ଦେଖିବା ବାକି ରହିଲା।

ଓଡିଶା ବିଧାନସଭା ଡିସେମ୍ବର ୧ ତାରିଖ ଶୀତକାଳୀନ ଅଧିବେଶନ ସର୍ବାଦଳୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Latest News

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.