Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମେଥୀରେ ‘ନ୍ୟାୟ’ ପୋଷ୍ଟର ପାଇଁ ରାହୁଲଙ୍କୁ ଇସିଙ୍କ ନୋଟିସ୍‌
ଆଜିର ଖବର

ଆମେଥୀରେ ‘ନ୍ୟାୟ’ ପୋଷ୍ଟର ପାଇଁ ରାହୁଲଙ୍କୁ ଇସିଙ୍କ ନୋଟିସ୍‌

April 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ec notices to rahul gndhi on naya poster issue
ec notices to rahul gndhi on naya poster issue

ଆମେଥିରେ ଆଦର୍ଶ ଆଚରଣ ବିଧି ଉଲଂଘନ ପାଇଁ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ନିର୍ବାଚନ କମିଶନ ନୋଟିସ ଜାରି କରିଛନ୍ତି। ଦଳର ଇସ୍ତାହାର ‘ସର୍ବନିମ୍ନ ଆୟ ଯୋଜନା’(ନ୍ୟାୟ)ର ପୋଷ୍ଟର କାନ୍ଥରେ ଲଗାଯାଇଥିବାରୁ ଏହୂି ନୋଟିସ୍‌ ପଠାଯାଇଛି। ଘରର ମାଲିକଙ୍କ ବିନା ଅନୁମତିରେ ଏହି ପୋଷ୍ଟର ଲଗା ଯାଇଥିବା ବେଳେ ପୋଷ୍ଟରରେ ପ୍ରିଣ୍ଟିଂ ପ୍ରେସ୍‌ର ନାମ ନାହିଁ। ଗୁରୁବାର ଇସିଙ୍କ ପକ୍ଷରୁ ରାହୁଲଙ୍କୁ ଏହି ନୋଟିସ୍‌ ପଠା ଯାଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଏହାର ଉତ୍ତର ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଦେଶର ୨୦ ପ୍ରତିଶତ ଗରିବ ଘରକୁ ବାର୍ଷିକ ୭୨ ହଜାର ଟଙ୍କା ପ୍ରଦାନ କରିବା ନ୍ୟାୟ ଯୋଜନାର ଅଂଶବିଶେଷ। ଦାରିଦ୍ର୍ୟ ବିରୋଧରେ ଏହା ସର୍ଜିକାଲ ଷ୍ଟ୍ରାଇକ୍‌ ହେବ ବୋଲି କହିଥିଲେ ରାହୁଲ। ଆମେଥିରୁ ରାହୁଲ ସ୍ମୃତି ଇରାନୀଙ୍କ ବିପକ୍ଷରେ ପ୍ରତିଦ୍ବନ୍ଦିତା କରୁଛନ୍ତି। ମେ ୬ ତାରିଖରେ ଆମେଥିରେ ନିର୍ବାଚନ ଅନୁଷ୍ଠିତ ହେବ।

ec notice rahulgandhi thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Latest News

ଓଡ଼ିଆ କାବ୍ୟ ପୁରାଣ “ନୃସିଂହାବତାରମ୍” ଉନ୍ମୋଚିତ

April 30, 2026

ବୋଲେରୋ ଗାଡ଼ି ସହ ଗଞ୍ଜେଇ ଜବତ: ଚାଲାଣକାରୀ ଗିରଫ

April 30, 2026

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.