Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ୨୮୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ୨୮୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

November 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବରଗଡ ଜିଲ୍ଲାରୁ – ୧

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୧

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୩୦

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୧୫

ସମ୍ବଲପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୬୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧ ଏବଂ ବର୍ତ୍ତମାନ ୨୧୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

ଓଡିଶା କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ପଶ୍ଚିମ ଓଡ଼ିଶାର ରେଳ ସଂଯୋଗକୁ ନୂଆ ଗତି: ପୋତନୁର-ଧନବାଦ ଅମୃତ ଭାରତ ଏକ୍ସପ୍ରେସର ପ୍ରଚଳନ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.