ରାଜ୍ୟରେ ଚିହ୍ନଟ ହେଲେ ୨୮୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 24, 2021, 10:59 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବରଗଡ ଜିଲ୍ଲାରୁ – ୧

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୧

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୩୦

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୧୫

ସମ୍ବଲପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୬୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧ ଏବଂ ବର୍ତ୍ତମାନ ୨୧୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts