Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି: ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ
ଆଜିର ଖବର

କେନ୍ଦ୍ର କ୍ୟାବିନେଟର ନିଷ୍ପତ୍ତି: ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ

November 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ
ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟର ବୈଠକ ଶେଷ ହୋଇଛି। ସମସ୍ତ ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ କୃଷକ ଆଇନ ଫେରସ୍ତ ପାଇଁ ବିଲ୍ ଆଜି କ୍ୟାବିନେଟ୍ ବୈଠକରେ ଅନୁମୋଦନ କରାଯାଇଛି। କୃଷି ବିଲ୍ ପ୍ରତ୍ୟାହାର ପାଇଁ କ୍ୟାବିନେଟ୍ ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ପାରିତ କରିଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି ପ୍ରସଙ୍ଗରେ ଅପରାହ୍ନ ୩ଟାରେ ଏକ ସାମ୍ବାଦିକ ସମ୍ମିଳନୀ କରିପାରିବେ।

ନଭେମ୍ବର ୧୯ ତାରିଖରେ ଦେଶକୁ ଦେଇଥିବା ସମ୍ବୋଧନରେ ପ୍ରଧାନମନ୍ତ୍ରୀ ମୋଦୀ ତିନୋଟି ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଘୋଷଣା କରିଛନ୍ତି। କୃଷି ଆଇନ ପ୍ରତ୍ୟାହାର ପାଇଁ ଏହି ବିଲ୍ କ୍ୟାବିନେଟ୍ ଅନୁମୋଦନ କରିଛି। ଏହା ପରେ ସଂସଦର ଉଭୟ ଗୃହରେ ଏହା ପାରିତ ହେବ ଏବଂ ତିନୋଟି କୃଷି ଆଇନକୁ ଠିକ୍ ଭାବରେ ରଦ୍ଦ କରାଯିବ।

ଅନୁମୋଦନ କୃଷି ଆଇନ କେନ୍ଦ୍ର କ୍ୟାବିନେଟ
Share. Facebook Twitter LinkedIn Email WhatsApp Copy Link

Related Posts

SEBI Office in Bhubaneswar: ଖୁବ ଶିଘ୍ର ଭୁବନେଶ୍ବରରେ ଖୋଲିବ ସେବି ଅଫିସ

May 19, 2026

‘ଯେଉଁମାନେ କାପୁରୁଷ ଥିଲେ ସେମାନେ ମୁସଲମାନ ହୋଇଗଲେ’: ମଞ୍ଚରୁ କହିଲେ ରାଜା ଭାଇୟା

May 19, 2026

ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

May 19, 2026

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

May 19, 2026
Latest News

SEBI Office in Bhubaneswar: ଖୁବ ଶିଘ୍ର ଭୁବନେଶ୍ବରରେ ଖୋଲିବ ସେବି ଅଫିସ

May 19, 2026

‘ଯେଉଁମାନେ କାପୁରୁଷ ଥିଲେ ସେମାନେ ମୁସଲମାନ ହୋଇଗଲେ’: ମଞ୍ଚରୁ କହିଲେ ରାଜା ଭାଇୟା

May 19, 2026

ଗଙ୍ଗାଧରପୁର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

May 19, 2026

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

May 19, 2026

ମସ୍କୋ ଡ୍ରୋନ୍ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ମାମଲା: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.