Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁମଡା ଏବଂ ଜିମିଡିପେଟାରେ ରହଣି କରିବ ରାୟଗଡା-ଗୁଣ୍ଟୁର-ରାୟଗଡା ଏକ୍ସପ୍ରେସ
ଆଜିର ଖବର

ଗୁମଡା ଏବଂ ଜିମିଡିପେଟାରେ ରହଣି କରିବ ରାୟଗଡା-ଗୁଣ୍ଟୁର-ରାୟଗଡା ଏକ୍ସପ୍ରେସ

November 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାୟଗଡା-ଗୁଣ୍ଟୁର ଏକ୍ସପ୍ରେସ୍ ପାର୍ବତୀପୁରମ୍ ଟାଉନ୍ ଏବଂ ଗଜପତିନଗରମ୍ ମଧ୍ୟରେ ସଂଶୋଧିତ ସମୟ ସାରଣୀରେ ଚଳାଚଳ କରିବ।

ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନ ଯାତ୍ରୀମାନଙ୍କ ସୁବିଧା ପାଇଁ, ପୂର୍ବ ତଟ ରେଳପଥ ରାୟଗଡା-ଗୁଣ୍ଟୁର-ରାୟଗଡା ଏକ୍ସପ୍ରେସକୁ ଗୁମଡା ଏବଂ ଜିମିଡିପେଟା ଷ୍ଟେସନ ଠାରେ ରହଣି ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ନେଇଥିବାବେଳେ ରାୟଗଡା-ଗୁଣ୍ଟୁର ଏକ୍ସପ୍ରେସର ସମୟ ସାରଣୀକୁ ପାର୍ବତୀପୁରମ୍ ଟାଉନ୍ ଏବଂ ଗଜପତିନଗରମ୍ ମଧ୍ୟରେ ସଂଶୋଧିତ କରିଅଛି।

୧୭୨୪୩/୧୭୨୪୪ ଗୁଣ୍ଟୁର-ରୟାଗଡା-ଗୁଣ୍ଟୁର ଏକ୍ସପ୍ରେସ ଗୁଣ୍ଟୁରରୁ ଡିସେମ୍ବର ମାସ ପହିଲା ଠାରୁ ଏବଂ ରାୟଗଡ଼ାରୁ ଡିସେମ୍ବର ମାସ ୨ ତାରିଖ ଠାରୁ ଉଭୟ ପାର୍ଶ୍ୱରୁ ଉପରୋକ୍ତ ଷ୍ଟେସନଗୁଡିକରେ ରହଣି କରିବ। ୧୭୨୪୩ ଗୁଣ୍ଟୁର-ରାୟଗଡା ଏକ୍ସପ୍ରେସ ଗୁମଡାରେ ଅପରାହ୍ନ ୧୨ଘ.୫୮ମି.ରେ ପହଞ୍ଚି ୧ ଘଟିକାରେ ରେ ଛାଡିବ। ସେହିଭଳି, ଏହା ଜିମିଡିପେଟାରେ ଅପରାହ୍ନ ୧ଘ.୧୫ମି.ରେ ପହଞ୍ଚି ଅପରାହ୍ନ ୧ଘ.୧୭ମି.ରେ ରାୟାଗଡା ଅଭିମୁଖେ ଯିବ। ଫେରିବା ମାର୍ଗରେ ୧୭୨୪୪ ରାୟଗଡା-ଗୁଣ୍ଟୁର ଏକ୍ସପ୍ରେସ ଜିମିଡିପେଟାରେ ଅପରାହ୍ନ ୩ଘ.୪୫ମି.ରେ ପହଞ୍ଚି ଏବଂ ଅପରାହ୍ନ ୩ଘ.୪୭ମି.ରେ ଛାଡିବ। ସେହିଭଳି, ଏହା ଗୁମଡାରେ ଅପରାହ୍ନ ୪ଘ.୦୧ମି.ରେ ପହଞ୍ଚି ଏବଂ ଅପରାହ୍ନ ୪ଘ.୦୩ମି.ରେ ଗୁଣ୍ଟୁର ଅଭିମୁଖେ ଯାତ୍ରା କରିବ।

ଏହା ବ୍ୟତୀତ, ୧୭୨୪୪ ରାୟାଗଡା-ଗୁଣ୍ଟୁର ଏକ୍ସପ୍ରେସ ପାର୍ବତୀପୁରମ ଟାଉନ ଠାରୁ ଗଜପତିନଗରମ ଷ୍ଟେସନ ମଧ୍ୟରେ ସଂଶୋଧିତ ସମୟ ସାରଣୀରେ ଚଳାଚଳ କରିବ।  ଯାତ୍ରୀମାନଙ୍କୁ ଉପରୋକ୍ତ ଟ୍ରେନର ଆଗମନ ଏବଂ ପ୍ରସ୍ଥାନ ବିଷୟରେ ଅବଗତ ହେବାପାଇଁ ରେଳବାଇ ପକ୍ଷରୁ ଅନୁରୋଧ କରାଯାଇଛି।

ଏକ୍ସପ୍ରେସ ରାୟଗଡା
Share. Facebook Twitter LinkedIn Email WhatsApp Copy Link

Related Posts

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026
Latest News

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.