Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

November 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର:  ଆଜି ରାଜ୍ୟରେ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୩

ବରଗଡ ଜିଲ୍ଲାରୁ – ୩

ଭଦ୍ରକ ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୨

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୬

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୪୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୫୧

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୮

ଷ୍ଟେଟ ପୁଲରୁ- ୩୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧୫୨ ଏବଂ ବର୍ତ୍ତମାନ ୨୪୦୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

କରୋନା ଆକ୍ରାନ୍ତ କ୍ୱାରେଣ୍ଟାଇନ ସ୍ଥାନୀୟ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026
Latest News

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.