ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 25, 2021, 10:57 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୩୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୩

ବରଗଡ ଜିଲ୍ଲାରୁ – ୩

ଭଦ୍ରକ ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୨

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୬

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୪୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୫୧

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୮

ଷ୍ଟେଟ ପୁଲରୁ- ୩୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧୫୨ ଏବଂ ବର୍ତ୍ତମାନ ୨୪୦୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts