Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ସଂସଦର କେନ୍ଦ୍ରୀୟ କକ୍ଷରେ ପାଳିତ ହେବ ସମ୍ବିଧାନ ଦିବସ
ଆଜିର ଖବର

ଆସନ୍ତାକାଲି ସଂସଦର କେନ୍ଦ୍ରୀୟ କକ୍ଷରେ ପାଳିତ ହେବ ସମ୍ବିଧାନ ଦିବସ

November 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜାଦୀ କା ଅମୃତ ମହୋତ୍ସବ ଭାରତ ସରକାରଙ୍କ ଭାରତର ସ୍ୱାଧୀନତା ଦିବସର ୭୫ତମ ବାର୍ଷିକୀ ତଥା ଏହାର ଗୌରବମୟ ପରମ୍ପରା ଓ ଐତିହ୍ୟ ପାଳନ ପାଇଁ ଏକ ପଦକ୍ଷେପ। ଏହି ମହୋତ୍ସବର ଅଂଶ ବିଶେଷଭାବେ ଭାରତ ଆସନ୍ତାକାଲି (୨୬.୧୧.୨୧) ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ସମ୍ବିଧାନ ଦିବସ ବିପୁଳ ହର୍ଷୋଲ୍ଲାସ ମଧ୍ୟରେ ପାଳନ କରୁଛି।

ସଂସଦ ଭବନର କେନ୍ଦ୍ରୀୟ କକ୍ଷରୁ ମାନନୀୟ ରାଷ୍ଟ୍ରପତି ଦିନ ଏଗାରଟାଠାରୁ ସମ୍ବିଧାନ ଦିବସ ପାଳନର ନେତୃତ୍ୱ ନେବେ।

ଏଥିରେ ମାନନୀୟ ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବାଚସ୍ପତି, ମନ୍ତ୍ରୀଗଣ, ସଂସଦ ସଦସ୍ୟ ଓ ଅନ୍ୟାନ୍ୟ ଗଣ୍ୟମାନ୍ୟ ଅତିଥି ମଧ୍ୟ ଅଂଶଗ୍ରହଣ କରିବେ।

ଏହି ସମାରୋହ ସିଧାସଳଖ ସଂସଦ ଟିଭି/ଦୂରଦର୍ଶନ ଓ ଅନଲାଇନ ପୋର୍ଟାଲରୁ ସିଧାସଳଖ ପ୍ରସାରିତ ହେବ।

ମହାମାନ୍ୟ ରାଷ୍ଟ୍ରପତିଙ୍କ ସମ୍ବୋଧନ ପରେ ତାଙ୍କ ସହ ସମଗ୍ର ଦେଶବାସୀଙ୍କୁ  ସମ୍ବିଧାନର ପ୍ରସ୍ତାବନା(preamble) ପାଠ ପାଇଁ ଆମନ୍ତ୍ରଣ କରାଯିବ। ସେ ମଧ୍ୟ ସାମ୍ବିଧାନିକ ଗଣତନ୍ତ୍ରର ଅନଲାଇନ କୁଇଜକୁ (mpa.gov.in/constitution-day)ଶୁଭ ଉଦ୍‌ଘାଟନ କରିବେ। ସମ୍ବିଧାନର ପ୍ରସ୍ତାବନା ପାଠ ନିମନ୍ତେ ୨୩ଟି ଭାଷା(୨୨ଟି ସରକାରୀ ଓ ଇଂରାଜୀ) ପୋର୍ଟାଲ ଆଜି ମଧ୍ୟରାତ୍ରୀରୁ କାର୍ଯ୍ୟକ୍ଷମ ହେବ। ପ୍ରମାଣପତ୍ର (mpa.gov.in/constitution-day)ୱେବସାଇଟ୍‌ରୁ ଡାଉନଲୋଡ କରି ହେବ।

ଆଜାଦୀ କା ଅମୃତ ମହୋତ୍ସବ କେନ୍ଦ୍ରୀୟ କକ୍ଷ ଭାରତ ସରକାର ସମ୍ବିଧାନ ଦିବସ ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ କ୍ରିକେଟ: ଲଜ୍ଜାଜନକ ରେକର୍ଡ ତାଲିକାରେ ସାମିଲ ହେଲେ ଶ୍ରେୟସ ଆୟର

October 15, 2026

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ଧର୍ମ ପରିବର୍ତ୍ତନ ପରେ ମିଳିବନି ଆରକ୍ଷଣ ସୁବିଧା: ସୁପ୍ରିମକୋର୍ଟ

October 15, 2026
Latest News

କ୍ୟାମ୍ପସ ରାଜନୀତି: ନିର୍ବାଚନ ଫଳାଫଳ ପ୍ରକାଶ

October 15, 2026

ଟି-୨୦ କ୍ରିକେଟ: ଲଜ୍ଜାଜନକ ରେକର୍ଡ ତାଲିକାରେ ସାମିଲ ହେଲେ ଶ୍ରେୟସ ଆୟର

October 15, 2026

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.