ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 27, 2021, 10:19 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୨୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ – ୪

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୪

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୨୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୨୬

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୯

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୪୯୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୬୦୯ ଏବଂ ବର୍ତ୍ତମାନ ୨୪୨୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts