ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 28, 2021, 10:20 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୩

ଷ୍ଟେଟ ପୁଲରୁ- ୨୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୬୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୮୬୪ ଏବଂ ବର୍ତ୍ତମାନ ୨୩୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts