Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତିମ ସଂସ୍କାରକୁ ଯାଉଥିବା ଗାଡି ଦୁର୍ଘଟଣାଗ୍ରସ୍ତ: ୧୮ ମୃତ, ୫ ଆହତ, ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଅନ୍ତିମ ସଂସ୍କାରକୁ ଯାଉଥିବା ଗାଡି ଦୁର୍ଘଟଣାଗ୍ରସ୍ତ: ୧୮ ମୃତ, ୫ ଆହତ, ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ

November 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକୋତା: ପଶ୍ଚିମବଙ୍ଗର ନାଦିଆରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘାଟିଯାଇଛି। ଯେଉଁଥିରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ଦୁଃଖଦ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମବେଦନା ଜଣାଇଛନ୍ତି। ଏଥି ସହ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଗୃହମନ୍ତ୍ରୀ ଅମିତ ଶାହା ଏବଂ ରାଜ୍ୟପାଳ ଜଗଦୀପ ଧନଖଡ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି।

ସୂଚନା ଅନୁଯାୟୀ, ଶନିବାର ରାତିରେ ଉତ୍ତର ୨୪ ପରଗାନାର କିଛି ଲୋକ ବଗଦା ଠାରୁ ଏକ ମାଟାଡୋର ଯୋଗେ ନବଦ୍ଵୀପ ଶ୍ମଶାନକୁ ଶବଦାହ ପାଇଁ ଯାଉଥିଲେ। ଫୁଲବାଡି ଅଞ୍ଚଳରେ ରାସ୍ତା ପାର୍ଶ୍ୱରେ ଅଟକି ରହିଥିବା ଟ୍ରକ ସହିତ ମାଟାଡୋର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୧୮ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୋଲିସର ସୂଚନାନୁସାରେ, ଘନ କୁହୁଡ଼ି ଏବଂ ଗାଡିର ଉଚ୍ଚ ଗତି ହେତୁ ଏହି ସଡକ ଦୁର୍ଘଟଣା ଘଟିଛି। ପୋଲିସ ଏହି ଘଟଣାର ତଦନ୍ତରେ ଆରମ୍ଭ କରିଦେଇଛି। ମୃତକଙ୍କ ଶବକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି।

ଅନ୍ତିମ ସଂସ୍କାର ଦୁର୍ଘଟଣାଗ୍ରସ୍ତ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026
Latest News

ରୋହିତ ଶେଟ୍ଟୀଙ୍କ ଘରେ ଗୁଳି ଚଳାଇବା ମାମଲା: ଅଭିଯୁକ୍ତଙ୍କୁ ରାଜସ୍ଥାନରୁ ଗିରଫ କଲା ମୁମ୍ବାଇ ପୋଲିସ

February 16, 2026

“ଆରଏସଏସ ହେଉଛି ଶୈତାନ, ବିଜେପି ଏହାର ଛାଇ…”: ସଂଘ ଉପରେ ବର୍ଷିଲେ କଂଗ୍ରେସ ନେତା

February 16, 2026

ଭାରତ ଠାରୁ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଶାହିଦ ଆଫ୍ରିଦି କ୍ଷୁବ୍ଧ: ଜ୍ୱାଇଁ ଶାହିନଙ୍କୁ କଲେ ଭର୍ତ୍ସନା

February 16, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 16, 2026

ମ୍ୟାଚ୍ କେହି “ଜିତାଇ” ନାହାଁନ୍ତି, ବରଂ….: ପାକିସ୍ତାନକୁ ପରାସ୍ତ କରିବା ପରେ ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ବିବୃତ୍ତି

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.