Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ରାଜନାଥ ସିଂହ : ବିଜେଡ଼ି ଉପରେ ବର୍ଷିବା ସହିତ ପ୍ରତିଶ୍ରୁତି ଦେଲେ
ଆଜିର ଖବର

ଓଡ଼ିଶାରେ ରାଜନାଥ ସିଂହ : ବିଜେଡ଼ି ଉପରେ ବର୍ଷିବା ସହିତ ପ୍ରତିଶ୍ରୁତି ଦେଲେ

April 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
rajanath singh in odisha
rajanath singh in odisha

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ। ଆଜି ଓଡ଼ିଶାର ତିନୋଟି ସ୍ଥାନରେ ନିର୍ବାଚନୀ ପ୍ରଚାର କରିଛନ୍ତି। ମୟୂରଭଞ୍ଜ, ନୟାଗଡ଼, କଟକ ସଦର ସମାବେଶରେ ଯୋଗଦେଇଛନ୍ତି ରାଜନାଥ ଏହି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହିତ ଓଡ଼ିଶାରେ ବିଜେପି ସରକାର ଆସିଲେ ଓଡ଼ିଶାର ଉନ୍ନତି ନେଇ ପ୍ରତିଶ୍ରୁତି ଦେଇ ବିଜେପି ସମର୍ଥିତ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିବା ସହ କୌଣସି ମୌଳିକ ସୁବିଧା ଦେଉନଥିବା ଓଡ଼ିଶା ସରକାରଙ୍କୁ ବଦଳାଇବାକୁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ରାଜନାଥ। ଓଡ଼ିଶାବାସୀ ବିଜେଡ଼ିକୁ ବାରମ୍ବାର ଦେଖିଲେଣି, ଥରେ ତାଙ୍କୁ ସୁଯୋଗ ଦେଇ ଦେଖିବାକୁ ସେ କହିଛନ୍ତି। ସେହିପରି ବିଜେପି ସରକାର ଗରିବଙ୍କ ସ୍ବାର୍ଥ ପାଇଁ ସମ୍ପୂର୍ଣ୍ଣ ଭାବେ ସମର୍ପିତ ବୋଲି କହିବା ସହିତ  ୫ ବର୍ଷ ତଳେ ଭାରତରେ ୧୨.୫ କୋଟି ଗରିବ ଥିଲେ। ଏବେ ଏହି ସଂଖ୍ୟା ୫ କୋଟିକୁ ହ୍ରାସ ପାଇଛି ବୋଲି କହିଛନ୍ତି ରାଜନାଥ। ପିଏମ୍ କିଷାନ ଯୋଜନା ଚାଷୀଙ୍କ ତାଲିକା ଦେଇନାହାନ୍ତି ଓଡ଼ିଶା ସରକାର। ଓଡ଼ିଶା ସରକାର ମାତ୍ର ସାଢ଼େ ୮ଲକ୍ଷ ଚାଷୀଙ୍କ ତାଲିକା ଦେଇଛନ୍ତି। ସରକାର ଆସିଲେ ଚାଷୀଙ୍କୁ ୫ ବର୍ଷ ପାଇଁ ସୁଧମୁକ୍ତ ୧ ଲକ୍ଷ ପର୍ଯ୍ୟନ୍ତ ଋଣ ଦିଆଯିବ ବୋଲି ରାଜନାଥ କହିଛନ୍ତି। ସେହିପରି ବାଲାକୋଟ୍‌ ଆକ୍ରମଣକୁ ନେଇ କଂଗ୍ରେସର ପ୍ରମାଣ ମାଗିବାକୁ ପ୍ରସଙ୍ଗକୁ ନେଇ କଂଗ୍ରେସ ଘେରିଛନ୍ତି ରାଜନାଥ। ସେହିପରି ଓଡ଼ିଶାରେ ବିଜେପି ସରକାରକୁ ଆସିଲେ ବନ୍ଦ ଥିବା ଚିନି କଳକୁ ଖୋଲିବା ସହିତ ପୁରୀକୁ ପର୍ଯ୍ୟଟନ କ୍ଷେତ୍ର ଭାବେ ବିକାଶ କରାଯିବ ବୋଲି କହିଛନ୍ତି ରାଜନାଥ।

( ମୋବାଇଲରେ ଫଟାଫଟ୍ ଖବର ଜାଣିବା ପାଇଁ ଡାଉନଲୋଡ କରନ୍ତୁ  SANKHIPTA  ଆପ, ପରେ ସ୍କ୍ରିନକୁ ତଳୁ ଉପରକୁ ଠେଲି ପଢି ଚାଲନ୍ତୁ ଖବର ପରେ ଖବର)

Share. Facebook Twitter LinkedIn Email WhatsApp Copy Link

Related Posts

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Latest News

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.