Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ୫୦୦ ଆସନ ବିଶିଷ୍ଟ ଅଡିଟୋରିୟମ୍‌ ଉଦ୍‌ଘାଟିତ
ଆଜିର ଖବର

ସୋଆରେ ୫୦୦ ଆସନ ବିଶିଷ୍ଟ ଅଡିଟୋରିୟମ୍‌ ଉଦ୍‌ଘାଟିତ

November 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଇନଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚର।ଲ ସାଇନ୍ସ (ଆଇଏଏସ୍) ପରିସରରେ ରବିବାର ୫୦୦ ସିଟ୍ ବିଶିଷ୍ଟ ଅଡ଼ିଟୋରିୟମ୍ ଉଦ୍‌ଘାଟିତ ହୋଇଯାଇଛି।

ସୋଆ ଉପସଭାପତି ଶାଶ୍ବତୀ ଦାସ ଏହି ଅଡିଟୋରିୟମକୁ ଉଦ୍‌ଘାଟନ କରିଥିଲେ।

କାର୍ଯ୍ୟକ୍ରମରେ ଶ୍ରୀମତି ଦାସ କହିଲେ ଏହି ଅଡ଼ିଟୋରିୟମ୍ ଶିକ୍ଷକ, ଛାତ୍ରଛାତ୍ରୀ ଓ ଗବେଷକଙ୍କ ଜ୍ଞାନ ଓ ଭାବର ଆଦାନ ପ୍ରଦାନ ନିମନ୍ତେ କେନ୍ଦ୍ର ଭାବେ କାର୍ଯ୍ୟ କରିବ। ଆଜି ଏହି ନୂଆ ଅଡିଟୋରିୟମ୍ ପରିସରରେ ଟେଡ୍‌ଏକ୍ସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଏଥିରେ ଅତିଥି ଭାବେ ଅବସର ପ୍ରାପ୍ତ ମେଜର ଜେନେରାଲ ୟଶପାଲ୍ ମୋର, ବଲିଉଡ୍ ଗୀତିକାର କୁମାର, ସଙ୍ଗୀତ ସଂଯୋଜକ ଓ କଣ୍ଠଶିଳ୍ପୀ ନୀଲେଶ୍ ଆହୁଜା, ରେଡିଓ ଜକି ରାଘବ, ଫିଲାନ୍ଥରୋପିଷ୍ଟ ଅକ୍ଷିତା ଏମ୍.ଭଞ୍ଜଦେଓ, ଇନ୍‌ଫ୍ଲୁଏନ୍ସର ଫର ଗ୍ଲୋବାଲ ଡେଭଲପ୍‌ମେଣ୍ଟାଲ ଗୋଲ୍ସ୍ କମଲ ପ୍ରକାଶ ସେଠ ଓ ପେନ୍‌ସିଲ୍‌ ଫର ଚେଞ୍ଜର ପ୍ରତିଷ୍ଠାତା ପଟ୍ଟନାୟକ ଓମ୍‌ପ୍ରିୟ ମହାନ୍ତି ଯୋଗଦେଇଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବିଶ୍ବବିଦ୍ୟାଳୟର ପ୍ରୋ ଭାଇସ୍‌ ଚାନ୍ସେଲର ପ୍ରଫେସର ପି.କେ ନନ୍ଦ, ଆଇଏଏସ୍‌ର ଆକ୍ଟିଙ୍ଗ ଡିନ୍ ଡ. ବି.କେ ମିଶ୍ର, ସୋଆ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାଶ, ଆଡିସ୍‌ନାଲ ଡିନ୍ (ରିସର୍ଚ୍ଚ) ଡ. ପ୍ରିୟବ୍ରତ ପଟ୍ଟନାୟକ ଓ ଆୟୋଜକ ଅଭିଷେକ ପଟ୍ଟନାୟକ ଉପସ୍ଥିତ ରହି ନିଜ ବକ୍ତବ୍ୟ ରଖିଥିଲେ।

ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.