Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

November 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୩୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୨୩୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୮୦ ହଜାର ୮୩୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୭୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୮ ହଜାର ୧୮୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୩ ହଜାର ୮୫୯ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ଟିଭ୍‌ କେସ୍ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.