Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ସତ୍ତ୍ୱେ ସଂସଦରେ ପାରିତ ହେଲା କୃଷି ଆଇନ ପ୍ରତ୍ୟାହାର ବିଲ୍
ଆଜିର ଖବର

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ସତ୍ତ୍ୱେ ସଂସଦରେ ପାରିତ ହେଲା କୃଷି ଆଇନ ପ୍ରତ୍ୟାହାର ବିଲ୍

November 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। କିନ୍ତୁ ଆଜି ଲୋକସଭାରେ ବିରୋଧୀ ସାଂସଦଙ୍କ ହଟ୍ଟଗୋଳ ଜାରି ରହିଛି। ତଥାପି ପ୍ରବଳ ହଟ୍ଟଗୋଳ ସତ୍ତ୍ୱେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କୃଷି ଆଇନ ପ୍ରତ୍ୟାହାର ବିଲ୍ ୨୦୨୧ କୁ ଉପସ୍ଥାପନ କରିଛନ୍ତି। ଅଳ୍ପ ସମୟ ମଧ୍ୟରେ କୃଷି ଆଇନ ପ୍ରତ୍ୟାହାର ବିଲ୍ ଲୋକସଭା ଦ୍ୱାରା ପାରିତ ହୋଇଛି। ଏହା ପରେ ଲୋକସଭାର ପ୍ରକ୍ରିୟାକୁ ଅପରାହ୍ନ ୨ ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଲୋକସଭାରେ କଂଗ୍ରେସ ନେତା ଆଧୀର ରଂଜନ ଚୌଧୁରୀ ଏହି ବିଲ୍ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ।

ବର୍ତ୍ତମାନ ଅପରାହ୍ନ ୨ ଟାରେ ରାଜ୍ୟସଭାରେ କୃଷି ଆଇନ ବିଲ୍ ଆଗତ ହୋଇପାରେ। ସରକାର ଆଜି ରାଜ୍ୟସଭାରେ ଏହି ବିଲ୍ ଉପସ୍ଥାପନ କରିବେ।

କୃଷି ଆଇନ ପ୍ରତ୍ୟାହାର ବିଲ୍ ନରେନ୍ଦ୍ର ସିଂ ତୋମାର ଶୀତକାଳୀନ ଅଧିବେଶନ ସଂସଦ ହଟ୍ଟଗୋଳ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.